Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

୨ ଏପ୍ରିଲ ୨୦୧୯, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

2/04/2019 at 12:16 PM

ମେଷ – କୌଣସି କାର୍ଯ୍ୟ କରିବାକୁ ଯାଇ ଅସୁବିଧାରେ ପଡି ପାରନ୍ତି । ସାମାନ୍ୟ ଅସୁସ୍ଥତା କରିବେ । ଅର୍ଥ ଟାଣ-ଟୁଣ ରହିବ । କେବଳ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।

ବୃଷ – ଗୃହ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ବନ୍ଧୁ ମିଳନ ଘଟିବାର ସୁଯୋଗ ସୃଷ୍ଟି ହୋଇଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ ।

ମିଥୁନ – ବୃଦ୍ଧି ପାଉଥିବା ଶତ୍ରୁତାର ଅବସାନ ଘଟାଇ ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି ।

କର୍କଟ – ଆୟ ଆଶାନୁରୂପ ହୋଇପାରେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ ସଫଳତା ମିଳିବ । ଅର୍ଥ ପ୍ରାପ୍ତିର ସୁଯୋଗ ଜୁଟିଛି । ସୁ-ସମ୍ବାଦ ପାଇ ସନ୍ତୁଷ୍ଟ ହେବେ ।

ସିଂହ – ଧନ ପ୍ରାପ୍ତି ହେତୁ ସୁଖ ମିଳିବ । ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି ।

କନ୍ୟା – ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି । ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ । ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ବିଭିନ୍ନ ଦିଗରୁ ଧନଲାଭର ସୂଚନା ମିଳୁଛି ।

ତୁଳା – ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ଆୟ ଯଥେଷ୍ଟ ପରିମାଣର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିପାରେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ ।

ବିଛା – ଧନ ସଞ୍ଚୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନିରୂପ ହେବ । ଧନବାନ୍ ଓ ଗୁଣଜ୍ଞ ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ ।

ଧନୁ – ଧନ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍ କର୍ମରେ ମନକୁ ନିୟୋଜିତ କରିପାରନ୍ତି ।

ମକର – ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି । ଆୟ ଯଥେଷ୍ଟ ପରିମାଣର ହୋଇପାରେ । ଶୂଭ ସମାଚାର ଆନନ୍ଦ ଦାୟକ ହେବ । କର୍ମକ୍ଷେତ୍ର  ଉଜ୍ଜ୍ୱଳମୟ ହୋଇପାରେ ।

କୁମ୍ଭ  – ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । କାର୍ଯ୍ୟରେ ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି ।

ମୀନ – ଅଭିଜ୍ଞତାକୁ କାର୍ଯ୍ୟରେ ଲଗାଇ ଉପକୃତ ହେବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ପ୍ରତିଯୋଗିତାରେ ବିଜୟୀ ହେବେ । ଗୁପ୍ତି ବିଦ୍ୟାପ୍ରତି ରୁଚି ରହିବ ।  

   Related Posts