Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

୨୩ ଏପ୍ରିଲ ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

23/04/2019 at 11:45 AM

ମେଷ – ଆମୋଦ-ପ୍ରମୋଦରେ ଦିନ ବିତାଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଆଦରି ନେବେ । ଉତ୍ତମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ ।


ବୃଷ – କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ ।


ମିଥୁନ – କର୍ମକ୍ଷେତ୍ରରୁ ସରଖ-ସୁଲଭ କରିପାରନ୍ତି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତି ପ୍ରିୟ ଉଦାର ବିଦ୍ୟ।।ପ୍ରେମୀ ହେବେ ।


କର୍କଟ – ଚାଷ ଉପଯୋଗୀ ଜମି କ୍ରୟ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ । ଅଧିକ ରୋଜଗାର କ୍ଷମ ହେବେ । ମୋକଦ୍ଦମାରେ ବିଜୟୀ ହେବେ ।


ସିଂହ – ଆୟ ବୃଦ୍ଧି ହେବା ସହିତ ବ୍ୟୟ ତତ୍ତୋଧିକ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । କଫଜନିତ ପୀଡା ଅନୁଭବ କରିପାରନ୍ତି । ମଧୁରଭାଷୀ ହେବେ ।


କନ୍ୟା – କୌଣସି ଏକ କାର୍ଯ୍ୟରେ ପ୍ରଭାବିତ ହୋଇ ତା’ର ସଫଳ ରୂପାୟନ କରିପାରନ୍ତି । ଲୋକପ୍ରିୟତା ହୋଇପାରନ୍ତି । ଚଋ୍ଚଳ ପ୍ରକୃତିର ହେବେ ।


ତୁଳା – ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।


ବିଛା – ସେବା-ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।


ଧନୁ – ଦୈର୍ଯ୍ୟବାନ୍ ହୋଇପାରନ୍ତି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଦଦ୍ୱାଭିମାନୀ ହୋଇପାରନ୍ତି । ସର୍ଦି ଓ କଫ ଜନିତ ପୀଡା ଅନୁଭବ କରିପାରନ୍ତି ।


ମକର – ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ମିଳନ ଘଟିବାର ସୁଯୋଗ ସୃଷ୍ଟି ହୋଇଛି । କୁଳଦୀପକ ହେବେ । ମନରେ ପ୍ରସନ୍ନତା ଭାବ ଦେଖା ଦେଇ ପାରେ ।


କୁମ୍ଭ – ଦୃଢ ମନୋଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି ।


ମୀନ – ଆପଣଙ୍କ ପାଇଁ ପରିବେଶ ଲାଭଜନକ ହେବ । ଆଲୋଚନା ମାଧ୍ୟମରେ କାର୍ଯ୍ୟକଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ ।

   Related Posts