Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଜୁନ୍ ୨୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

20/06/2019 at 8:05 AM

ମେଷ – ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଜରୁରୀ କାମ ପୂରା ହୋଇଯିବ । ରାଜହୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେହ ବିଦେଶ ଯିବାର ଯୋଗ ରହିଛି । ବୈବାହିକ ଜୀବନ ଭଲ ରହିବ । ସୁସ୍ୱାହୁ ଖାଦ୍ୟ ଭୋଜନ କରିବେ ।

ବୃଷ – ଖୋଦ୍କୁ ସତେଜ ଅନୁଭବ କରିବେ । ସ୍ଥଗିତ ଥିବା କାମ ଲୋକଙ୍କ ସାହାର୍ଯ୍ୟ ପାଇ ପୂରା କରିବେ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । କୌଣସି ଖୁସି ଖବର ପାଇବେ । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ ।

ମିଥୁନ – ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ । ପାରିବାରିକ ବନ୍ଧୁଙ୍କ ସହିତ ସାକ୍ଷାତ୍ ଆଲୋଚନା ହେବ । ଆପଣଙ୍କୁ କୌଣସ ଲାଭର ସୁଯୋଗ ମିଳିବ । ପ୍ରିୟ ବନ୍ଧୁଙ୍କ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ ।

କର୍କଟ – କୌଣସି ବି ପ୍ରକାର ବାଦ ବିବାଦ ଠାରୁ ଦୂରେଇ ରହନ୍ତୁ । କାର୍ଯ୍ୟ କ୍ଷେତ୍ରରେ ସମସ୍ୟା ଆସିପାରେ । କଂପ୍ୟୁଟର ଇଂଜିନିୟରଙ୍କୁ ବଡ କଂପାନିରେ ଚାକିରିର ପ୍ରସ୍ତାବ ମିଳିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି ।

ସିଂହ – ଧର୍ମକର୍ମ କରନ୍ତୁ,ଆପଣଙ୍କୁ ଲାଭ ମିଳିବ । ଭାଗ୍ୟ ବଦଳାଇବା ପାଇଁ ଭଲ ସମୟ । ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍ ଆଲୋଚନା କରିବେ । ଆପଣଙ୍କ ଆଶା ପୂରା ହେବ ।

କନ୍ୟା – ଆପଣଙ୍କର ସକାରାତ୍ମକ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିବ । କୌଣସି କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ । ବ୍ୟବସାୟିକ ଯାତ୍ରା ଲାଭପ୍ରଦ ହେବ । ଦାଂପତ୍ୟ ଜୀବନ ପ୍ରେମପୂର୍ବକ ରହିବ ।

ତୁଳା – ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ । କୌଣସି ଖାସ୍ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ । ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ ।

ବିଛା – ଆର୍ଥିକ ସ୍ଥିତି ସାମାନ୍ୟ ରହିବ । ଆପଣ ଯେଉଁ କାମ ହାତକୁ ନେବେ ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ । ଅଫିସରୁ ଘରକୁ ଫେରିବା ସମୟରେ ବନ୍ଧୁଙ୍କ ସହିତ ମତଭେଦ ହୋଇପାରେ ।

ଧନୁ – ଆପଣଙ୍କ ଉର୍ଜାର ସ୍ତର ବୃଦ୍ଧି ହେବ । କୌଣସି କାମ ପାଇଁ ସମ୍ମାନିତ ହୋଇପାରନ୍ତି । ଓକିଲଙ୍କ ପାଇଁ ଦିନଟି ଭଲ । ଆର୍ଥିକ ଲାଭ ମିଳିବା ହେତୁ ଖୁସି ରହିବେ । ଜୀବନସାଥୀଙ୍କ ଠାରୁ ଉପହାର ପାଇବେ ।

ମକର – ମାନସିକ ଶାନ୍ତି ହରାଇ ପାରନ୍ତି । ପରୋପକାରୀ ହେବେ । କୁଳଦୀପକ ହୋଇପାରନ୍ତି । ମନ ସର୍ବଦା ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ ।

କୁମ୍ଭ – ଦିନଟି ଆପଣଙ୍କ ଲାଗି ଶୁଭ ସଂକେତ ନେଇ ଆସିବ । ଆପଣଙ୍କ ଠାରୁ ବଡମାନଙ୍କ ସେବା କରନ୍ତୁ, ସଫଳତାର ରାସ୍ତା ଉନ୍ମୁକ୍ତ ହେବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଓ କାମ ମିଳିବ । ପ୍ରେମ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ ।

ମୀନ – ପରିବାର ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ନୁଆ କାମ ଆଡକୁ ଆଗ୍ରହ ବଢିବ । ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ । ନେତା ଆପଣଙ୍କୁ ନୂଆ ଦାୟିତ୍ୱ ଅର୍ପଣ କରିବେ ।

   Related Posts