Monday, November 18, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଅଗଷ୍ଟ ୧୩ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦୁର୍ଘଟଣାରୁ ରକ୍ଷା ପାଇଯିବେ । ସୁଖ ମିଳିବା କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେଲେ ବି, ଖର୍ଚ୍ଚର ପରିମାଣ ବୃଦ୍ଧି ହେବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ ।

ବୃଷ – ନିଜ ପରିବେଶର ପରିର୍ବନ ଘଟିବ । ବନ୍ଧୁ ମିଳନରୁ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ହୃଦୟରେ ସେବା ମନୋଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।

ମିଥୁନ – ବିଭିନ୍ନ ସ୍ତରରୁ ଜଞ୍ଜାଳ ବୃଦ୍ଧି ହୋଇପାରେ । କେତେକ ଘଟଣାରେ ସହ ଯୋଗ ମିଳିବ । ବଦଖର୍ଚ୍ଚ ରୋକିବାକୁ ଚେଷ୍ଟା କରିବେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି ।

କର୍କଟ – ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିବ । ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ ।

ସିଂହ – ନିର୍ମାୟା ବ୍ୟକ୍ତିଭାବେ ଶୁଦ୍ଧ-ପୂତ ଆଚରଣ ପ୍ରଦର୍ଶନ କରିବେ । ଦାନ-ଧର୍ମକୁ ଆଦରି ନେଇପାରନ୍ତି । ସୁଖୀ ହେବେ । ଉମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି ଉପରେ ବିଶେଷ ଦୃଷ୍ଟି ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।

କନ୍ୟା – ଯାତ୍ରାଦିରେ ଲାଭବାନ୍ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃିର ହୋଇପାରନ୍ତି । କଥା-ର୍ବାା ସ୍ନେହପୂର୍ଣ୍ଣ ହେବ । ଥଣ୍ଡା-କଫଜନ୍ଖଚ୍ଛ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି ।

ତୁଳା – ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମିଷ୍ଟଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ବ୍ୟବସାୟରୁ ଲାଭ ମିଳିବ ।

ବିଛା – ଜରୁରୀ ସାକ୍ଷାତକାର ଘଟିପାରେ । ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ବୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍ ହେବେ । ମୋକଦ୍ଦମାରେ ବିଜୟୀ ହେବେ । ଅସୁସ୍ତ ରହିପାରନ୍ତି ।

ଧନୁ – ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃିର ହୋଇପାରନ୍ତି ।

ମକର – ଗୃହକାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ ।

କୁମ୍ଭ – ଅନେକ କ୍ଷେତ୍ରରେ ସଫଳତା ମିଳିବ । ଭ୍ରମଣ ଶୁଭଦାୟକ ହେବ । କୁଳଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।

ମୀନ – ବନ୍ଧୁମାନଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ବିତାଇ ପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା,ସାହସୀ ଓ ସମ୍ପିବାନ୍ ହେବେ ।

477 Views

   ସମ୍ବନ୍ଧିତ ଖବର