Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଅକ୍ଟୋବର ୨୪ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

24/10/2019 at 8:55 AM

ମେଷ – କିଛି ଦିନ ଆଗରୁ ସ୍ଥଗିତ ଥିବା କାମରେ ସଫଳତା ମିଳିପାରେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । ଛାତ୍ରୀମାନେ ଲେଖାପଢା ଲାଗି ଯୋଜନା କରିବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୮ ।

ବୃଷ – ଆପଣଙ୍କ ଜୀବନ ମହ୍ୱପୂର୍ଣ୍ଣ ମୋଡ ନେବ । ସଂପୂର୍ଣ୍ଣ ହେବାକୁ ଯାଉଥିବା କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ବାହନ ସାବଧାନତାର ସହ ଚଳାନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମିଥୁନ – ମାନସିକ ସ୍ତରରେ ଅଶାନ୍ତି ମୁକ୍ତ ରହିବେ । ଜୀବନସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାର୍ବାା ହେବେ । ବ୍ୟବସାୟରୁ ଲାଭ ମିଳିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

କର୍କଟ – ପରିବାରରେ ମଧୁରତା ସହିତ ବିଶ୍ୱାସ ବି ବଢିବ । ଭାବିଥିବା ସବୁ କାମ ପୂରା ହୋଇଯିବ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ସିଂହ – ଆପଣ ନୂଆ ଲୋକଙ୍କ ସହିତ ମିଶିବା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ରାଜନୈତିକ ସଂପର୍କରୁ ଫାଇଦା ହେବ । ବ୍ୟବସାୟରେ ଆଗକୁ ବଢିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

କନ୍ୟା – ଚାକିରିଜୀବୀଙ୍କ ଲାଗି ଦିନଟି ବଢିଆ ରହିବ । ଆପଣଙ୍କର ସକାରାତ୍ମକ ବିଚାର ପାଇଁ ର୍କୃପକ୍ଷଙ୍କ ଠାରୁ ଉପହାର ମିଳିପାରେ । ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ତୁଳା – କିଛି କାମ ସମୟରେ ପୂରା ହେବ । ଖାସ୍ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍ ଆଲୋଚନା ହେତୁ କ୍ୟାରିୟରରେ ପରିର୍ବନ ହେବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ବିଛା – ପୂଜା ପାଠରେ ଅଧିକ ସମୟ ବିତିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସରେ ଆପଣଙ୍କର କାମ ଦେଖି ର୍କୃକକ୍ଷ ଖୁସି ରହିବେ । । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଧନୁ – ଜରୁରୀ କାମରେ ମାତାପିତାଙ୍କ ସହ ଯୋଗ ପାଇବେ । ବ୍ୟବସାୟରେ ଥିବା କେସ୍ର ଫଇସଲା ଲାଭପ୍ରଦ ହେବ । ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିର୍ବନ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମକର – କାମରେ ଏଣେତେଣେ ଦୌଡିବାକୁ ପଡିବ । ପାରିବାରିକ ମାମଲାରେ ପରିବାରର ସବୁ ସଦସ୍ୟଙ୍କ ସହ ଯୋଗ ପାଇବେ । ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବଢିଆ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

କୁମ୍ଭ – ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ । ଚାକିରିଜୀବୀଙ୍କୁ ନୂଆ ପରିଯୋଜନା ମିଳିପାରେ । ବ୍ୟବସାୟରେ ଉନ୍ନତି ହେବ । ଖେଳାଳିମାନେ ପୁରସ୍କୃତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।

ମୀନ – କିଛି ଦିନରୁ ସ୍ଥଗିତ ଥିବା କାମ ସଂପୂର୍ଣ୍ଣ ହେବ । କଳାତ୍ମକ କାର୍ଯ୍ୟରେ ରୁଚି ବଢିପାରେ । ଚାକିରିଜୀବୀଙ୍କ ଲାଗି ଦିନଟି ବଢିଆ ରହିବ । ଉଚ୍ଚ ପଦଧିକାରୀ ଆପଣଙ୍କ କାମକୁ ପ୍ରଶଂସା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

   Related Posts