Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ନଭେମ୍ବର ୯ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

9/11/2019 at 6:43 AM

ମେଷ  – ଦିନଟି ଶୁଭପ୍ରଦ ହେବ । ଅନ୍ୟ ଲୋକଙ୍କ ସାହାର୍ଯ୍ୟରେ କାମ ସଂପୂର୍ଣ୍ଣ ହେବ । ସମାଜରେ ମାନସମ୍ମାନ ପାଇବେ । ଥଣ୍ଡା ଜନିତ ସମସ୍ୟା ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ବୃଷ – ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ପୁରୁଣା ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ମିଥୁନ – ଦିନଟି ଆପଣଙ୍କ ଲାଗି ଅନୁକୂଳ । ବେପାରରେ ଉଚିତ୍ ଲାଭ ମିଳିବ । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ସ୍ତ୍ରୀର ସହଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କର୍କଟ – ଦିନଟି ବ୍ୟସ୍ତତାରେ କଟିବ । କାମରେ ଅଧିକ ପରିଶ୍ରମ କରିବାକୁ ପଡିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ସିଂହ – ବ୍ୟକ୍ତିତ୍ୱକୁ ବିକଶିତ କରିବା ଲାଗି ଦିନଟି ଭଲ । ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ । ସୁସମ୍ବାଦ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

କନ୍ୟା – ପେସାରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ । ଆମଦାନିର ନୂଆ ସ୍ରୋତ ସାମନାକୁ ଆସିବ । ପରିବାରରେ ମତଭେଦ ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ତୁଳା – ଦିନ ସାରା ଉତ୍ସାହିତ ରହିବେ । ନୂଆ କିଛି ଶିଖିବାର ଅବସର ମିଳିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ । ବନ୍ଧୁମାନଙ୍କ ସହ ଭଲ ସମ୍ପର୍କ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ବିଛା – ନିଜ ବିଷୟରେ ବରିଷ୍ଠଙ୍କ ସହ କଥାବାର୍ତ୍ତା ହେବେ । ବେପାରିଙ୍କୁ ଆୟର ନୂଆ ସ୍ରୋତ ମିଳିବ । ଆପଣଙ୍କୁ ସାମାଜିକ କାର୍ଯ୍ୟ କରିବାର ଅବସର ମିଳିବ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୮ ।

ଧନୁ – କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ । ବନ୍ଧୁଙ୍କ ସହ ସମ୍ବନ୍ଧ ମଜଭୁତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର – କୌଣସି ବଡ କାମ କରିବାକୁ ନିବୃତ୍ତ ରହନ୍ତୁ । ସନ୍ତାନଙ୍କ ସହିତ ବିବାଦ ହୋଇପାରେ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରିବାକୁ ଚେଷ୍ଟା କରନ୍ତୁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

କୁମ୍ଭ  – ରଜନୀତିରେ ସମ୍ମାନ ମିଳିପାରେ । କୌଣସି ଅନ୍ୟ ସୂତ୍ରରୁ ଧନଲାଭର ଯୋଗ ରହିଛି । ପରିବାରରେ କଳହ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମୀନ – ଆର୍ଥିକ ମାମଲାରେ ଲାଭ ମିଳିବ । ବୈଦେଶିକ ବେପାରରେ ବଡ ସଉଦା କରିବେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

   Related Posts