ଜାନୁଆରୀ ୧୧ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 11, 2020 IST

ମେଷ – ଆଶାବାଦୀ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ଓ ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ବୃଷ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଐଶ୍ୱର୍ଯ୍ୟଯୁକ୍ତ ଏବଂ ବ୍ୟବସାୟୀମୁଖୀ ହେବେ । ଯୁଦ୍ଧ ଅଥବା ମାଲିମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ଧନଲାଭ ହେବ । ଧନ-ସମ୍ପଦ ଭରପୁର ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ମିଥୁନ – ଧୈର୍ଯ୍ୟହାନି ଘଟିପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

କର୍କଟ – ଆୟ ଯଥେଷ୍ଟ ପରିମାଣର ହେବ । ଲୋକପ୍ରିୟତା ଓ ଯଶସ୍ୱୀ ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ସୁଖ ମିଳି ନ ପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ସିଂହ – କାର୍ଯ୍ୟରେ ସଫଳତା ଲାଭ କରିବେ । ପ୍ରେମୀମାନଙ୍କ ପାଇଁ ଅଶୁଭ ଦିନଟି । ମନ ପ୍ରସନ୍ନ ଓ ସୁସ୍ଥ ନିରାନୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

କନ୍ୟା – ସେବା କାର୍ଯ୍ୟରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ଦିନଟି ଅତିବାହିତ କରି ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ତୁଳା – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ସହ ଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତାର ସହ ଜଳଯାତ୍ରା କରିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍୍ । ଶୁଭ ଅଙ୍କ ୬ ।

ବିଛା – ପ୍ରୀତି ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । କାର୍ଯ୍ୟରେ ଜ୍ଞାନ-ଗରିମା ପ୍ରୟୋଗ କରି , ମନରେ ଅହଂଭାବ ଆସିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଧନୁ – ବେଳେ ବେଳେ ନିଜକୁ ଅସହାୟ ମନେ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶତ୍ରୁ ନିପାତ କରି ଆଶ୍ୱସ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥରô୍କ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

କୁମ୍ଭ – ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି ଉତ୍ପାଦନ ପାଇଁ ପରାମର୍ଶ ଦେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶା କରାଯାଏ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ମୀନ – ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହୋଇପାରନ୍ତି । ମଧୁରଭାଷୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.