ଅପ୍ରେଲ ୨୬ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
26/04/2020 at 6:30 AM

ମେଷ – ସହଯୋଗ ମନୋଭାବରୁ କର୍ମ କ୍ଷେତ୍ର ଭଲ ରହିବ । ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ବୃଷ – ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିବା ସାଙ୍ଗକୁ ବନ୍ଧୁମାନଙ୍କ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ର୍କ୍ୟା ସାଧନ କରିବେ । ସହକର୍ମୀଙ୍କ ପରାମର୍ଶ କ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଡିାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ମିଥୁନ – ପ୍ରତ୍ୟେକ ପରିସ୍ଥିତି ନିଜ ଲୋକ ଦ୍ୱାରା ସାର୍ହ୍ୟା , ସହୋଗର ଅଭାବ ରହିବ ନାହିଁ । ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
କର୍କଟ – ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଘରେ ଅସାବଧାନତା କିମ୍ବା ଅନ୍ୟମନସ୍କତା ହେତୁ ଧନହାନି ଘଟିବାର ସୂଚନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ସିଂହ – ନିଜର କଥା ଓ ବ୍ୟବହାରରେ ସଂମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଖୋଜୁଥିବା ଜିନିଷ ହଠାତ୍ ପାଇିବାର ଆଶା କରାଯାଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
କନ୍ୟା – ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ । ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପାରିବାରିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ତୁଳା – ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ରକ୍ଷା କରିବାରେ ସମର୍ଥ ହେବେ । ଶାନ୍ତ ମନରେ ସବୁ କାମକୁ କରିବାର ଧର୍ଯ୍ୟପୂର୍ଣ୍ଣମାତ୍ରାରେ ରହିବ । ମାଲିମୋକଦ୍ଦମାରେ ଆୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ବିଛା – ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ପ୍ରଗତି ସହ ସୁଚିନ୍ତିତ କାର୍ଯ୍ୟଧାରାର ଶୃଙ୍ଖଳତା ଦିନଟିକୁ ଖୁସୀରେ କାଟିବାରେ ସାର୍ହ୍ୟା କରିବ । ତଥା ସମାୟିକ ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଧନୁ – ସାମୟିକ ବ୍ୟତିକ୍ରମକୁ ବାଦ୍ ଦେଲେ ପ୍ରୟତଃ ଦିନଟିରେ ପ୍ରତିଟି ସୁରୁଖୁରୁରେ ସମ୍ପନ୍ନ ହୋଇିବ । କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ମକର – ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କର୍ତ୍ତ୍ୟ କଲେ ଉପକୃତ ହେବେ । ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
କୁମ୍ଭ – ଅନ୍ୟମାନଙ୍କର ରୋକ୍ଷ ଶତ୍ରୁତା ଆପଣଙ୍କ କୌଣସି କାମକୁ ଅଟକାଇାରିବେ ନାହିଁ । ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ମୀନ – କେତେକ କ୍ଷେତ୍ରରେ କଥାରେ ଓ କାର୍ଯ୍ୟରେ ଜିଦ୍ଖୋର ଯୋଗୁଁ ହଇରାଣ ହୋଇପାରନ୍ତି । ସମ୍ପର୍କସ୍ଥାପନ ତଥା ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ଶେୟାର ବଜାର, ପରିବହନରେ ଲାଭବାନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪।