ଜୁନ୍ ୧୪ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
14/06/2020 at 6:48 AM

ମେଷ – ସତ୍ସଙ୍ଗୀ ଓ ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ବୃଷ – କାର୍ଯ୍ୟରେ ସଫଳତା ପାଇବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ମିଥୁନ – ଭାଗ୍ୟଶାଳୀ ହେବେ । ବିଳାସୀ ହୋଇପାରନ୍ତି । ସୁଖ-ସମୃଦ୍ଧିୂର୍ଣ୍ଣ ଜୀବନଯାନ କରିବେ । ଧର୍ମାତ୍ମା, ପ୍ରବାସ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
କର୍କଟ – ମନ ପ୍ରଫୁଲ୍ଲ ରହିବ । କୌଣସି ଏକ ନିର୍ଦ୍ଦିଷ୍ଟ କାରଣରୁ ପ୍ରତିହିଂସାପରାୟଣ ହୋପଇାରନ୍ତି । ସ୍ୱାଭିମାନୀ ହେବେ । ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ସିଂହ – ଇଚ୍ଛା ପୂରଣ ହୋଇାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧର୍ଯ୍ୟବାନ୍ ହେବେ । କାର୍ଯ୍ୟରେ ସଫଳତା ପାଇ ଗର୍ବ ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
କନ୍ୟା – ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସାମାନ୍ୟ ଚକ୍ଷୁ ପୀଡା ଅନୁଭବ କରିପାରନ୍ତି । ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ତୁଳା – ସାମାଜିକ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ହଠାତ୍ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ବିଛା – ଉଦାର ସ୍ୱଭାବର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ଏବଂ ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକ କର୍ମ ଉପରେ ଧ୍ୟାନ ଦେବେ । ବୁଦ୍ଦିମାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଧନୁ – ଆନନ୍ଦ ଉତ୍ସବରେ ସମୟ ଅତିବାହିତ କରିପାରନ୍ତି । ମନ ପ୍ରସନ୍ନ ରହିବ । ଧର୍ମଭାବାନ୍ନ , ମଧୁରଭାଷୀ, ମେଳାପୀ ଓ ସାହସୀ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ମକର – ଭାଗ୍ୟଶାଳୀ ହେବେ । ବ୍ୟକ୍ତିତ୍ୱକୁ ଅଧିକ ବିକଶୀତ କରିାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତ୍ରିିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
କୁମ୍ଭ – ଶ୍ରମ ସାର୍ଥକ ହେବ । ଐଶ୍ୱର୍ଯ୍ୟରୁକ୍ତ ହୋଇପାରନ୍ତି । ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ମୀନ – ଘାତଚନ୍ଦ୍ର ଭୋଗ ହେତୁ ଈଶ୍ୱରଙ୍କ ପ୍ରାର୍ଥନା ଓ କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହୋଇାରନ୍ତି । ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।