Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଜୁନ୍ ୧୫ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/06/2020 at 6:38 AM

ମେଷ – ଧର୍ମ ଚର୍ଚ୍ଚାରେ ନିଜକୁ ନିୟୋଜିତ କରିବେ । ଆଗକୁ ବଢିବାରେ ପ୍ରତିବନ୍ଧକ ସୃଷ୍ଟି ହୋଇାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ବୃଷ – ଦେବାଦେବୀ ଦର୍ଶନ ।ଇଁ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହୋଇାରନ୍ତି । ଜ୍ଞାନଅର୍ଜନରେ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମିଥୁନ – ପରିଶ୍ରମର ମୂଲ୍ୟ ମିଳିବ । ଶୁଭଖବର ପାଇ ଉତ୍‌ଫୁଲ୍ଲିତ ହୋଇାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

କର୍କଟ – ଦେବ ଦର୍ଶନ ଶୁଭଦାୟକ ହେବ । କାର୍ଯ୍ୟାରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ।ଇ ତା’ର ସଦ୍‌-ବ୍ୟବହାର କରିାରନ୍ତି । ପ୍ରତିୋଗିତାରେ ବିଜୟୀ ହୋଇ ପୁରସ୍କୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ସିଂହ – ଇଚ୍ଛାପୂର୍ଣ୍ଣ ହେବ । ସେବା କାର୍ଯ୍ୟରେ ଅବତୀର୍ଣ୍ଣ ହୋଇାରନ୍ତି । ୂଜ୍ୟୂଜା ।ଇଁ ôତର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ହେତୁ କ୍ଳେଶଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

କନ୍ୟା – ମାର୍ଗ କୁସୁମିତ ହେବ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ ର୍କ୍ୟା ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ତୁଳା – ସମୂହ ର୍କ୍ୟାରେ ସହଯୋଗ ଦେବେ । ଶତ୍ରୁକୁ ରାଜିତ କରି ମାନସିକ ସ୍ତରରେ ଶାନ୍ତି ଅନୁଭବ କରିପାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ବିଛା – ନୂତନ ବିଷୟ ବସ୍ତୁ ଉପରେ ଅଧ୍ୟୟନ କରି ତାକୁ ର୍କ୍ୟାକାରୀ କରିବାରେ ସଫଳ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁୋଗ ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଧନୁ – ଗୃହରେ ଆନନ୍ଦ-ଉତ୍ସବ ଲାଗି ରହିବ । କେତେକ ଘଟଣାରେ ପରିବାର ସହ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ମକର – ମାଙ୍ଗଳିକ ଉତ୍ସବରେ ୋଗ ଦେଇ ଖୁସି ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

କୁମ୍ଭ – କାର୍ଯ୍ୟର ସଫଳ ରୂାୟନ କରି ଆତ୍ମସନ୍ତୋଷ ଲାଭ କରିାରନ୍ତି । ତ୍ୟାଗଶୀଳ ଓ ନୀତିନିଷ୍ଠ ହୋଇପାରନ୍ତି । ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ମୀନ – ଈଶ୍ୱରଙ୍କ ଶରଣାଗତ ହୋଇପାରନ୍ତି । ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରତୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ଞ୍ଜ ।

   Related Posts