ଜୁନ୍ ୧୫ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 15, 2020 IST

ମେଷ – ଧର୍ମ ଚର୍ଚ୍ଚାରେ ନିଜକୁ ନିୟୋଜିତ କରିବେ । ଆଗକୁ ବଢିବାରେ ପ୍ରତିବନ୍ଧକ ସୃଷ୍ଟି ହୋଇାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ବୃଷ – ଦେବାଦେବୀ ଦର୍ଶନ ।ଇଁ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହୋଇାରନ୍ତି । ଜ୍ଞାନଅର୍ଜନରେ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମିଥୁନ – ପରିଶ୍ରମର ମୂଲ୍ୟ ମିଳିବ । ଶୁଭଖବର ପାଇ ଉତ୍‌ଫୁଲ୍ଲିତ ହୋଇାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

କର୍କଟ – ଦେବ ଦର୍ଶନ ଶୁଭଦାୟକ ହେବ । କାର୍ଯ୍ୟାରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ।ଇ ତା’ର ସଦ୍‌-ବ୍ୟବହାର କରିାରନ୍ତି । ପ୍ରତିୋଗିତାରେ ବିଜୟୀ ହୋଇ ପୁରସ୍କୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ସିଂହ – ଇଚ୍ଛାପୂର୍ଣ୍ଣ ହେବ । ସେବା କାର୍ଯ୍ୟରେ ଅବତୀର୍ଣ୍ଣ ହୋଇାରନ୍ତି । ୂଜ୍ୟୂଜା ।ଇଁ ôତର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ହେତୁ କ୍ଳେଶଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

କନ୍ୟା – ମାର୍ଗ କୁସୁମିତ ହେବ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ ର୍କ୍ୟା ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ତୁଳା – ସମୂହ ର୍କ୍ୟାରେ ସହଯୋଗ ଦେବେ । ଶତ୍ରୁକୁ ରାଜିତ କରି ମାନସିକ ସ୍ତରରେ ଶାନ୍ତି ଅନୁଭବ କରିପାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ବିଛା – ନୂତନ ବିଷୟ ବସ୍ତୁ ଉପରେ ଅଧ୍ୟୟନ କରି ତାକୁ ର୍କ୍ୟାକାରୀ କରିବାରେ ସଫଳ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁୋଗ ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଧନୁ – ଗୃହରେ ଆନନ୍ଦ-ଉତ୍ସବ ଲାଗି ରହିବ । କେତେକ ଘଟଣାରେ ପରିବାର ସହ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ମକର – ମାଙ୍ଗଳିକ ଉତ୍ସବରେ ୋଗ ଦେଇ ଖୁସି ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

କୁମ୍ଭ – କାର୍ଯ୍ୟର ସଫଳ ରୂାୟନ କରି ଆତ୍ମସନ୍ତୋଷ ଲାଭ କରିାରନ୍ତି । ତ୍ୟାଗଶୀଳ ଓ ନୀତିନିଷ୍ଠ ହୋଇପାରନ୍ତି । ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ମୀନ – ଈଶ୍ୱରଙ୍କ ଶରଣାଗତ ହୋଇପାରନ୍ତି । ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରତୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ଞ୍ଜ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.