Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଜୁଲାଇ ୧୯ ତାରିଖ, ରବିବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

19/07/2020 at 6:57 AM

ମେଷ – ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ନିରୋଳାରେ ରହିବାକୁ ପସନ୍ଦ କରିବେ । ବିବାଦୀୟ ବତର୍କରେ ଭାଗ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ବୃଷ – କାର୍ଯ୍ୟ ହାସଲ କରିବାକୁ ହେକ୍ଷେ କଷ୍ଟ ସହିବାକୁ ପଡିବ । ଶୁଭ ଖବର ପଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

ମିଥୁନ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମିଳିଥିବା ଖବର ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । କାର୍ଯ୍ୟର ସଫଳ ରୂପାୟନ କରି ପୁରସ୍କୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କର୍କଟ – ଜଟିଳ ସମସ୍ୟାର ସୁସମାଧାନ କରିପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଉଦ୍ୟମ ଚଳାଇ ଅଧିକ କ୍ଷମତା ହାସଲ କରିବେ ଓ ତା’ର ସଦ୍‌-ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ସିଂହ – କର୍ମକ୍ଷେତ୍ରରେ ପଛଘୁଞ୍ଚା ଦେବାର ପ୍ରଶ୍ନ ଉଠୁ ନାହିଁ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯାନ ଚଳାଚଳରେ ସତର୍କ ହେବେ ।  ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

କନ୍ୟା – କାର୍ଯ୍ୟରେ ସ୍ଥିରତା ଦେଖା ଦେବ । ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବେ ।  ଶୁଭ ରଙ୍ଗ ନରଙ୍ଗୀ । ଶୁଭ ଅଙ୍କ ୫ ।

ତୁଳା – କାର୍ଯ୍ୟରେ ସଫଳତା ମିଳିବ । ପଡୋଶୀ ସାହାର୍ଯ୍ୟକାରୀ ହେବେ । ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ବିଛା – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ବିଭାଗୀୟ ବିଷୟବସ୍ତୁ ଉପରେ ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ଆବଶ୍ୟକ ପଡୁଥିବା ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯।

ଧନୁ – ହାତରେ କ୍ଷମଥାର ଡୋରି ଥିବାରୁ ସଫଳତା ନିଶ୍ଚିତ ମିଳିବ ଓ ବିଦ୍ରୋହ ପଦାନତ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ମକର – ଯାହା ମନରେ ଭାବୁଛନ୍ତି, ତାହା ଫଳପ୍ରସୂ ହେବ । ଉଚ୍ଚ ଆଶା ଫଳବତୀ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩।

କୁମ୍ଭ  – ଭଗବାନଙ୍କ କରୁଣାର ପାତ୍ର ହେବେ । ଆଶାବାଦୀ ହୋଇପାରନ୍ତି । ଆକସ୍ମିକ ସମସ୍ୟା ଦେଖା ଦେଇ ପାରେ । ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ମୀନ – ସୁଖ-ସମ୍ମାନ ଲାଭ କରିପାରନ୍ତି । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

   Related Posts