ଅଗଷ୍ଟ ୨୭ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 27, 2020 IST

ମେଷ – ଆଜି ବନ୍ଧୁଙ୍କ ସହ ଆଲୋଚନାରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋହୁ ମନ ଉଦାସ ରହିପାରେ । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେବାର ଆଶଙ୍କା ମଧ୍ୟ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭିନ୍ନ ମାର୍ଗରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଆପଣ ସତ୍ୟର ଅପଳାପ କରି ସମାଲୋଚିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଅର୍ଥ ସମ୍ପର୍କୀୟ ଆଲୋଚନାରେ ଆପଣଙ୍କୁ ନିମଜ୍ଜିତ କରିପାରେ । ଆପଣଙ୍କ କୃପଣତା ପ୍ରତି ଅନ୍ୟମାନଙ୍କ ଟାପରା ମନକୁ ବାଧିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – କୌଣସି ଲୋଭନୀୟ ସୁଯୋଗକୁ ହାତଛଡା କରିପାରିବେ ନାହିଁ । କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ସିଂହ – ବିଭିନ୍ନ କ୍ଷେତ୍ରରୁ ସମାଲୋଚନାର ସ୍ୱର ଶୁଣିବାକୁ ପାଇପାରନ୍ତି । ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆଜି ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କିନ୍ତୁ ସଭାସମିତି କିମ୍ବା ଆଲୋଚନା କାଳରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ଅନ୍ୟମାନଙ୍କର ଘରୋଇ ସମସ୍ୟା ପ୍ରତି କର୍ଣ୍ଣପାତ କରିବାରେ ଅନିଚ୍ଛା ପ୍ରକାଶ କରିପାରନ୍ତି । ଯାତ୍ରା ସମୟରେ କୌଣସି ଯୁବକ ବ୍ୟକ୍ତି ଠାରୁ ଯଥେଷ୍ଟ ସହାୟତା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ବାରମ୍ବାର ଚେଷ୍ଟା କରି ବିଫଳ ହୋଇଥିବା କ୍ଷେତ୍ରରୁ ଆଶାଜନକ ଫଳ ପାଇବେ । ଆଜିର ପାରିବାରିକ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – ବିଭିନ୍ନ ପ୍ରକାରର ବିବାଦୀୟ ଘଟଣାକୁ ସ୍ଥାନୀତ କରି ଅଶାନ୍ତ ବାତାବରଣ ସୃଷ୍ଟି କରିପାରେ । ପାରିବାରିକ ଠାରୁ ଆରମ୍ଭ କରି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – କର୍ମକ୍ଷେତ୍ରରେ କୌଣସି ଆଶଙ୍କା ଯଦି କରୁଛନ୍ତି ସେଥିରେ କିଛି ହେବ ନାହିଁ । କିନ୍ତୁ ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – କର୍ମକ୍ଷେତ୍ରରେ ସମସ୍ୟା ଜଡିତ ପରିସ୍ଥିତି ମଧ୍ୟରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ । ଆଲୋଚନା ସମୟରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ – କର୍ମକ୍ଷେତ୍ରରେ କେତୁଙ୍କ କୁପ୍ରଭାବରୁ ଅପରିଣାମଦର୍ଶୀ ହୋଇ ସମାଲୋଚିତ ହେବେ । ପରିବାରରେ ପିଲାମାନଙ୍କ କାର୍ଯ୍ୟ କଳାପ ବା ପସନ୍ଦ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.