ସେପ୍ଟେମ୍ବର ୧୪ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 14, 2020 IST

ମେଷ – ଆଜି ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା କାମଟିରେ ସଫଳତା ପାଇପାରିବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ,ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖା ଦେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବ । ଭାବପ୍ରବଣତା ବଶତଃ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – କୌଣସି ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – କାର୍ଯ୍ୟ ସାଧନାରେ ନିଜ ଲୋକମାନଙ୍କ ତରଫରୁ ସହ-ଯୋଗ ପଇବେନି । ନିର୍ମାଣାଧୀନ ଗୃହ,ରାସ୍ତାକାମ ହଠାତ୍ କିଛି ଦିନ ସକାଶେ ଅଟକି ରହିଯାଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରିବେ । ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘରଗ୍ଧ ୠଙ୍କଦ୍ଭମଗ୍ଧସକ୍ଟଦ୍ଭ ଟ୍ଟ ଟାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କାମଗୁଡିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ ସମ୍ପନ୍ନ ହେବ ଆପଣଙ୍କ ପାଇଁ ହୋଇ ନ ପାରେ । ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରି ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଆଜି ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଜ୍ୟେଷ୍ଠା ନକ୍ଷତ୍ର ଭୁଲ୍ ରାସ୍ତାରେ ପାଦ ଦେଇ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ପାରିବାରିକ କଳହ, ଟଙ୍କା ପାଇସାର ଦେଣନେଣ, କଚେରି ମାମଲା ଟେନ୍ସନର କାରଣ ହୋଇପାରେ । ସଭା ସମିତିରେ ଆପଣଙ୍କ ପ୍ରସ୍ତାବ ବନ୍ଧୁମାନଙ୍କ ମନକୁ ବେଶ୍ ପାଉଇବାରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ , ଅସୁସ୍ଥତା ଓ ଅଭାବବୋଧ ମନ ଭାରାକ୍ରାନ୍ତ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ – ଆଜି ଆନୁଷଙ୍ଗିକ ସାହାର୍ଯ୍ୟ ସହ-ଯୋଗ ପାଇ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.