Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସେପ୍ଟେମ୍ବର ୧୫ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/09/2020 at 6:54 AM

ମେଷ –  ଆଜି ପ୍ରତ୍ୟେକ ସମସ୍ୟାକୁ ହାକୁକା ଭବରେ ଗ୍ରହଣ କରି ସମୟାକୁ ଆବାହନ କରିପାରନ୍ତି । ଅଶ୍ୱିନୀ ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶକୁ ବେଖାତିର ନ କଲେ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ବୃଷ – ଆଜି କିଛି ପାଇବାର ଅଭିଳାଷ ରଖି କୌଣସି ବ୍ୟକ୍ତି ଅଯଥାରେ ଆପଣଙ୍କୁ ପ୍ରଶଂସା କରିପାରେ । ଅର୍ଥ ଅଭାବରୁ ସ୍ୱତଃପ୍ରବୃତଃ ଭାବରେ ଜଣେ ବନ୍ଧୁ ନିବାରଣ କରିବା ପାଇଁ ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ମିଥୁନ – ଆପଣ ନିଜ ପାଇଁ କିଛି ନ କରି ଅନ୍ୟ ପାଇଁ କିଛି କରିବା ଲାଗି ପ୍ରଭାବିତ କରିବେ । ମୃଗଶିରା ନକ୍ଷତ୍ର ଭାବବିଭୋର ହୋଇ କାମ କଲେ ମଧ୍ୟ ଆଶାନୁରୂପ ଫଳ ପାଇବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

କର୍କଟ – ପ୍ରତ୍ୟେକ କାମ ବିଳମ୍ବରେ ହେଉ ଥିବାରୁ ମନରେ ପୂର୍ବଭଳି ଆଗ୍ରହ ରହିବା ନାହିଁ । ନିର୍ମାଣାଧୀନ କାମ ଆଗେଇ ଚାଲିବେ ଏବଂ ସମସ୍ୟା ଓ ପ୍ରତିବନ୍ଧକର ସାମନା କରିବାକୁ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ସିଂହ – ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋଭାବ କ୍ରମଶଃ ହ୍ରାସ ପାଇପାରେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଟେନସନ୍ କିଛି ମାତ୍ରାରେ କମିଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

କନ୍ୟା – ଆଜି ମିତ୍ରମାନଙ୍କ ଉପରେ ସବୁ ଦାୟିତ୍ୱ ଲଦି ଦେଇ ନିଜେ ଚୁପ୍‌ଚାପ୍ ବସିବା ଠିକ୍ ହେବନି । ହସ୍ତା ନକ୍ଷତ୍ର ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

ତୁଳା – ଆଜି ବିଶାଖା ନକ୍ଷତ୍ର ଅନ୍ୟମାନଙ୍କୁ କାମରେ ଲଗାଇ ନିଜର ଫାଇଦା ହାସଲ କରିପାରିବେ । ବ୍ୟୟ ଭାର କ୍ରମଶଃ କମି କମି ଆସିବା ସଙ୍ଗକୁ ଦୁର୍ବଳ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ବିଛା – ସମୟ ବିଶେଷ ଖରାପ ନ ଥିଲେ ମଧୟ ନିଜର ଅବହେଳା ସକାଶରୁ ସୁଯୋଗ ହରାଇ ପାରନ୍ତି । ଅନୁରାଧା ନକ୍ଷତ୍ରର ଅର୍ଥନୈତିକ ପ୍ରଗତିରେ ମାନସିକ ସ୍ଥିତି ଭଲ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଧନୁ – ପ୍ରତିକୂଳ ବାତାବରଣ ଲାଗି ରହିଥିଲେ ମଧ୍ୟ ନିଜର ନିରଳସ ଉଦ୍ୟମ ଓ ଆନ୍ତରିକ ପ୍ରଚେଷ୍ଟାରୁ ଲକ୍ଷ୍ୟ ହାଲ କରିବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ମକର – ଅନ୍ୟମାନଙ୍କ କଥାକୁ ଉପେକ୍ଷା ନ କରି ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇ ପାରନ୍ତି । ଶ୍ରବଣା ନକ୍ଷତ୍ରର ମାନସିକ ଦ୍ୱନ୍ଦ୍ୱ ସଙ୍ଗକୁ ବାଣିଜ୍ୟ,ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

କୁମ୍ଭ  – ଆଜି ଆପଣଙ୍କ ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ ବହୁତ ଚେହ୍‌ଟା କଲେ ମଧ୍ୟ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହେବା ସହଜସାଧ୍ୟ ନ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ମୀନ – ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି । ଭୁଲ୍ ବୁଝାମଣାରୁ ପରିବାର ଭିତରେ ଅଶାନ୍ତିରକାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

   Related Posts