ସେପ୍ଟେମ୍ବର ୧୬ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 16, 2020 IST

ମେଷ – ମଙ୍ଗଳ ଓ ଶନିଙ୍କ ସୁପ୍ରଭାବରୁ ଆଜିର ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଯେ କୌଣସି ପରିସ୍ଥିତି ହେଲେ ମଧ୍ୟ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ଶୁକ୍ର ତୃତୀୟସ୍ଥ ଯୋଗୁ ହିତୈଷୀମାନଙ୍କ ତରଫରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ବୁଧ କେନ୍ଦ୍ରରେ ସ୍ୱଗୃହୀ ୍େ‌ାଗୁ ପ୍ରତ୍ୟେକ କ୍ଷେତ୍ରରେ କାମକରିବା ସକାଶେ ଉତ୍ସାହିତ ହେବେ ଓ ସାଫଲ୍ୟତା ହାସଲ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ରାଶ୍ୟାଧିପ ପାପଯୁକ୍ତ ହୋଇ ବ୍ୟୟ ଭାବସ୍ଥ ଯୋଗୁଁ ପାରିପାଶ୍ୱିର୍କ ସ୍ତରରେ କୌଣସି ବ୍ୟତିକ୍ରମ ଦୁଶ୍ଚିନ୍ତାର କାରଣ ହେବ । ସାହାର୍ଯ୍ୟ ଓ ବନ୍ଧୂ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ବଳବାନ୍ ରବି ନିଜ ରାଶିରେ ପ୍ରଭାବଶାଳୀଜନିତ ସ୍ୱାସ୍ତ୍ୟ ସମସ୍ୟା ସୁଧୁରିଯିବା କାରଣରୁ ସାମୟିକ ଖୁସୀ ରହିବେ । ସଂକଟଜନକ ସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – କର୍ମାଧିପ ରାଶିରେ ରହି ସ୍ୱାସ୍ଥ୍ୟ ଓ କର୍ମକ୍ଷେତ୍ରର ସମସ୍ୟାକୁ ସୁଧାରି ନେବାରେ ସାହାର୍ଯ୍ୟ କରିବେ । ଆଜିର ଆଲୋଚନା କାଳରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ଶତ୍ରୁଗୃହୀ ଶୁକ୍ର ପ୍ରଭାବରେ ଅଧିକାଂଶ ସମୟ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ମାଲିମୋକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଖୁବ୍ ସମୟ ମଧ୍ୟରେ କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟସ୍ଥତା ଦୁର ହୋଇଯିବ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଖହ ସୃଷ୍ଟିର ଆଶଙ୍କା ଦେଖା ଦେଇପାରେ । ମୂଳା ନକ୍ଷତ୍ର ପାଇଁ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ସାମାନ୍ୟ କଥାରେ ମୁହଁ ଫେରାଇ ନେଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ମକର – ପାପଗ୍ରସ୍ତ ଚନ୍ଦ୍ରଙ୍କ ଯୋଗୁ ଭୁଲ୍ ବୁଝାମଣା ବଶତଃ ନିଜ ଲୋକମାନେ ଶତ୍ରୁତା କରିପାରନ୍ତି । ପୂର୍ବ ସ୍ଥିରୀକୃତ ଯୋଜନା ଗୁଡିକ ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।


କୁମ୍ଭ – ବନ୍ଧୁମାନଙ୍କ ସହାୟତାରେ ବଜେୟା ଅର୍ଥ ଆଦୟ କରିବାରେ ସକ୍ଷମ ହେବେ । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ଉପୁଜିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

ମୀନ – ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଳ ହେବ । ସତର୍କତା ଅବଲମ୍ବନ କରିପାରିଲେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.