ସେପ୍ଟେମ୍ବର ୨୦ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 20, 2020 IST

ମେଷ – ଆଜିର କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ସେବା ମନୋବୃତ୍ତିରୁ ପ୍ରଶଂସିତ ହେବେ । ପିଲାଙ୍କ ଶିକ୍ଷା ଓ ଆଗାମୀ ପରୀକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ବୃଷ – ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ୱୀକାର କରିବାକୁ ପଡିବ । ଅପ୍ରିୟ ସତ୍ୟ ଭାହଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆପଣ ମନେ ମନେ ଚିନ୍ତା କରିଥିବା କାମଗୁଡିକ ଆଜି ବାସ୍ତବରେ ଓଲଟା ହେବ । ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପଦ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆବଶ୍ୟକତା ପୁରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଅଫିସରେ ନୁତନ ଦାୟିତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ସ୍ୱଜନଶତ୍ରୁତା ଯୋଗୁଁ କାର୍ଯ୍ୟଗୁଡିକ ମଧ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । ଆର୍ଥିକ ସ୍ଥିତି ଉନ୍ନତ ରହିବା ସହ ପାରିବାରିକ ଜୀବନ ସୁଖରେ ଅତିବାହିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରନ୍ତୁ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ମନର ବଳ ଖୁବ୍ ଟାଣ ରହିବା ଏବଂ ଜିଦ୍ ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ । ଅବହେଖିତ କାର୍ଯ୍ୟ ସକାଶେ ଅନୁତାପ କରିବେ, ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।

ମକର – କାମ ହାସଲ ହେବା କରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । କର୍ମକ୍ଷେତ୍ରରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । କାର୍ଯ୍ୟହାନି ସଙ୍ଗକୁ ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ପରିଣାମ ସୃୃଷ୍ଟି କରିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଭାବୁଥିବା କାମଟିକୁ ଶେଷ କରିପାରିବେନି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.