Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ସେପ୍ଟେମ୍ବର ୨୯ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

29/09/2020 at 7:30 AM

ମେଷ – ଆଜି ଗୁରୁଚନ୍ଦ୍ର ଯୋଗ ପ୍ରଭାବରୁ ସକାଳୁ ସକାଳୁ ଅର୍ଥ ଲାଭ ସଙ୍ଗକୁ କାର୍ଯ୍ୟସିଦ୍ଧି ଘଟିବ । ବନ୍ଧୁମାନଙ୍କ ସହ ଶୁଭ କାର୍ଯ୍ୟ ପରିପ୍ରେକ୍ଷୀରେ ଦିନଟି ବିତାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଭାଗ୍ୟସ୍ଥାନକୁ ଶୁକ୍ର ଦେଖୁଥିବାରୁ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ – ମଙ୍ଗଳଙ୍କ ଦୃଷ୍ଟିରେ ବୁଧ ଥିବାରୁ ପାରିବାରିକ ଅସ୍ଥିରତାଜନିତ ମନ ଭଲ ରହିବ ନାହିଁ । ଅବଶ୍ୟ ବ୍ୟବସାୟରେ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଚତୁର୍ଥ ଏକାଦଶାଧିପ ରାଶିରେ ଥିବାରୁ ଚେଷ୍ଟା ସଫଳ ହେବାରେ କୌଣସି ଅସୁବିଧା ହେବ ନାହିଁ । ଅଜଣା ବ୍ୟକ୍ତିର ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ତୃତୀୟସ୍ଥ ବୁଧ ଷଷ୍ଠାଧିପତିଙ୍କ ଦୃଷ୍ଟିରେ ଥିବାରୁ ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଗ୍ରହଣ କରି ଉପକୃତ ହେବେ । କାମଗୁଡିକ ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଶୁକ୍ରଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟାର ସରଲ ସମାଧାନ ହୋଇଯିବ । ଭୋଗ ବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଦ୍ୱାଦଶଭାବରୁ ମଙ୍ଗଳ ଦେଖୁଥିବାରୁ ଆଜି ସକାଳୁ ସକାଳୁ ଦୂର ଯାତ୍ରା କରବାକୁ ପଡିପାରେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ଆଜିର ଗ୍ରହ ଯୋଗରୁ ଦୀର୍ଘଦିନରୁ ପ୍ରତିକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ୱଜନମାନଙ୍କ ଉପସ୍ଥିତି ଯୋଗୁଁ ଖୁସୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ମକର – ରାହୁଙ୍କ ସ୍ଥିତି ସୁସମ୍ପର୍କରେ ଭୁଲ୍ ବୁଝାମଣା ଜନିତ ଫାଟ ସୃଷ୍ଟି କରିପାରେ । ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଉନ୍ନତି ଘଟିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଶୁଭ ଭାବରେ ଶୁକ୍ର ହେତୁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

ମୀନ – ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କ ଦୋଷ ଖୋଜି ବୁଲିବେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts