Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଅକ୍ଟୋବର ୬ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

6/10/2020 at 7:16 AM

ମେଷ – ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ଅଟକି ଥିବା କାମଟି ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ବୃଷ – ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହା କି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ । ପାରିବାରିକ ସମସ୍ୟା ସୁଧଉାରି ନେବା ପାଇଁ ପ୍ରଯତ୍ନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ମିଥୁନ – ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ । ଅନୁଷ୍ଠାନିକ କାମ, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

କର୍କଟ – କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ସିଂହ – କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖା ଦେବା କାରନରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ । ଶୁଭ ଅଙ୍କ ବ୍ରାଉନ୍ । ଶୁଭ ଅଙ୍କ ୬ ।

କନ୍ୟା – ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଗତକାରି ଠାରୁ କଠିନ ଶ୍ରମ ଓ ପରିଶ୍ରମଜନିତ ଦେହ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ତୁଳା – ଆଜିର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ବିଛା – ନିଜର ଲୁକାୟିତ କୌଣସି ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରିବ । ଯାହାଜୁ ବେଶୀ ବିଶ୍ୱାସ କରୁଛନ୍ତି, ତାଙ୍କ ଦ୍ୱାରା ପ୍ରତାରିତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଧନୁ – କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖା ଦେବା କାରନରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ମକର – ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ବଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡିବେ । ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

କୁମ୍ଭ – କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଆକସ୍ମିକ କେତେକ ସମସ୍ୟା ଦେଖାଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମୀନ – ବାରମ୍ବାର ବହୁତ କରିବା ପରେ କୌଣସି ପଦକ୍ଷେପ ନେବା ଠିକ୍ ହେବ । ଯାତ୍ରା ସମୟରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

   Related Posts