ଅକ୍ଟୋବର ୧୨ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 12, 2020 IST

ମେଷ – ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ବୃଷ – ଆଜି ଦ୍ୱିଜା ନକ୍ଷତ୍ର କ୍ରୀଡା, କଳା ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରେ ଉନ୍ନତମାନର ଫଳ ।ଇବେ । ବନ୍ଧୁଙ୍କ ସହ ମତାନ୍ତର ଘଟିାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ମିଥୁନ – ବୁଧ ଓ ଶୁକ୍ରଙ୍କ ପ୍ରଭାବରୁ ବନ୍ଧୁମିଳନ ସହ ପାରିବାରିକ ଜୀବନ ମଧ୍ୟ ସୁଖରେ କଟିବ । ମୃଗଶିରା ନକ୍ଷତ୍ର ଅଫିସରେ କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କର୍କଟ – ରାହୁ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆଣ କଦାି ପଛକୁ ଫେରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ସିଂହ – ନୀଚରୋହୀ ରବିଙ୍କ ଯୋଗୁ ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦସ୍ତଙ୍ଘ ମନୋବଳ ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ । କର୍ମକ୍ଷେତ୍ରରେ କୌଣସି ନୂତନ ପଦକ୍ଷେ ଗ୍ରହଣ କରିପାରନ୍ତି । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୪ ।

କନ୍ୟା – ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହେବାରେ ପଡୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବ । ପରିବାର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ତୁଳା – ଆଜି ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆଣ କାହାର ମିଠା କଥାରେ ଭାସି ବୁଲିଲେ ଅସୁବିଧାରେ ପଡିବେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ବିଛା – କର୍ମସ୍ଥାନରେ ଶୁକ୍ର ଥିବାରୁ ଆପଣ କେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତର୍କ୍ୟା ଅବଶ୍ୟ ହେବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଧନୁ – କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ବନ୍ଧୁମାନଙ୍କ ସାର୍ହ୍ୟା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ମକର – କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିାରନ୍ତି । େତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ୋଗୁ ପ୍ରଗତିରେ ଅଗ୍ରଗତି ହୋଇାରିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

କୁମ୍ଭ – କର୍ମକ୍ଷେତ୍ରରେ କିଛି ସମସ୍ୟା ଓ ରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିାରେ । ବନ୍ଧୁକୁ ସନ୍ଦେହ କରନ୍ତୁ ନାହିଁ, ଯାହା ଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ମୀନ – ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆଣ ଅ୍ରିୟ ସତ୍ୟ କ୍ରୋଶ କରି ବିବାଦିୟ ହୋଇାରନ୍ତି । ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.