Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଅକ୍ଟୋବର ୧୨ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

12/10/2020 at 7:15 AM

ମେଷ – ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ବୃଷ – ଆଜି ଦ୍ୱିଜା ନକ୍ଷତ୍ର କ୍ରୀଡା, କଳା ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରେ ଉନ୍ନତମାନର ଫଳ ।ଇବେ । ବନ୍ଧୁଙ୍କ ସହ ମତାନ୍ତର ଘଟିାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ମିଥୁନ – ବୁଧ ଓ ଶୁକ୍ରଙ୍କ ପ୍ରଭାବରୁ ବନ୍ଧୁମିଳନ ସହ ପାରିବାରିକ ଜୀବନ ମଧ୍ୟ ସୁଖରେ କଟିବ । ମୃଗଶିରା ନକ୍ଷତ୍ର ଅଫିସରେ କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କର୍କଟ – ରାହୁ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆଣ କଦାି ପଛକୁ ଫେରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ସିଂହ – ନୀଚରୋହୀ ରବିଙ୍କ ଯୋଗୁ ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦସ୍ତଙ୍ଘ ମନୋବଳ ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ । କର୍ମକ୍ଷେତ୍ରରେ କୌଣସି ନୂତନ ପଦକ୍ଷେ ଗ୍ରହଣ କରିପାରନ୍ତି । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୪ ।

କନ୍ୟା – ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହେବାରେ ପଡୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବ । ପରିବାର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ତୁଳା – ଆଜି ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆଣ କାହାର ମିଠା କଥାରେ ଭାସି ବୁଲିଲେ ଅସୁବିଧାରେ ପଡିବେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ବିଛା – କର୍ମସ୍ଥାନରେ ଶୁକ୍ର ଥିବାରୁ ଆପଣ କେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତର୍କ୍ୟା ଅବଶ୍ୟ ହେବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଧନୁ – କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ବନ୍ଧୁମାନଙ୍କ ସାର୍ହ୍ୟା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ମକର – କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିାରନ୍ତି । େତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ୋଗୁ ପ୍ରଗତିରେ ଅଗ୍ରଗତି ହୋଇାରିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

କୁମ୍ଭ – କର୍ମକ୍ଷେତ୍ରରେ କିଛି ସମସ୍ୟା ଓ ରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିାରେ । ବନ୍ଧୁକୁ ସନ୍ଦେହ କରନ୍ତୁ ନାହିଁ, ଯାହା ଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ମୀନ – ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆଣ ଅ୍ରିୟ ସତ୍ୟ କ୍ରୋଶ କରି ବିବାଦିୟ ହୋଇାରନ୍ତି । ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

   Related Posts