Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ଅକ୍ଟୋବର ୨୫ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

25/10/2020 at 7:15 AM

ମେଷ – ରବିବାର ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ । ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ବୃଷ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସମର୍ଥନ କାମକୁ ଆଗକୁ ବଢାଇ ନେବାରେ ସାହାର୍ଯ୍ୟ କରିବ । ସାଭାସମିତିରେ କିମ୍ବା ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସାମାଧାନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ମିଥୁନ – ସମସ୍ୟାବହୁଳ କର୍ମକ୍ଷେତ୍ର ରହିଥିଲେ ମଧ୍ୟ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ତା ଉନ୍ମୁକ୍ତ ହେବ । ଗାଡି ମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

କର୍କଟ – ପରିବାରରେ ଅଯଥା ବିରକ୍ତିବୋଧ ଓ ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟସ୍ୱଜନଙ୍କ ବିରାଗଭାଜନ ହେବେ । ଯେକୌନସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।  ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।          

                                                                                                                                        ସିଂହ – କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାରେ ପ୍ରଗାଢ ଚେଷ୍ଟା କରିପାରନ୍ତି, ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ ।  ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୯ ।

କନ୍ୟା – ଆଜି ଆପଣ ଏକାଧାରାରେ ଅର୍ଥ, ସମ୍ମାନ, ବନ୍ଧୁମିଳନ ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ । ଧର୍ମାନୁଷ୍ଠାନ କିମ୍ବା ସାଗଂଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ତୁଳା – ଜନିଜମାକ୍ରୟବିକ୍ରୟ, ଗୃହ ପରିବର୍ତ୍ତନ, ସ୍ଥାନାନ୍ତର ତଥା ଅର୍ଥ ସମ୍ପର୍କୀୟ ଅନୁଚିନ୍ତା କରିବେ । ସାମାନ୍ୟ ବିଶ୍ରାମ କିମ୍ବା ଲଗୁ ଭୋଜନର ଅବସର ପାଇବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ବିଛା – ବିଭିନ୍ନ ପ୍ରକାରର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଧନୁ – ଆପଣଙ୍କ ଭୁଲ୍ ନିଷ୍ପତ୍ତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍‌କ ବିରୋଧ କଥା କହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ମକର – ଆଜିର ଯାତ୍ରା ସମୟରେ ସ୍ଥାନ,କାଳ, ପାତ୍ରାନୁସାରୀ କଥାର ବ୍ୟତିକ୍ରମ ଅଯଥା ବିବାଦର ସୂତ୍ରପାତ କରିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

କୁମ୍ଭ  – ଭୁଲ୍ ବୁଝାମଣାରୁ ପାରିବାରିକ କଳହ, ବିତର୍କରୁ ଲୋକ ସମ୍ପର୍କ ହାନି ଓ ବନ୍ଧୁବର୍ଗଙ୍କ ସହ ସମ୍ପର୍କକୁ ତିକ୍ତ କରାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ମୀନ – ବନ୍ଧୁମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

   Related Posts