Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ନଭେମ୍ବର ୧୫ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/11/2020 at 7:30 AM

ମେଷ – ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଶ୍ୱିନୀ ନକ୍ଷତ୍ର ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । କୃତ୍ତିକା ନକ୍ଷତ୍ର ବ୍ୟକ୍ତିଙ୍କୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଧୈର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମିଥୁନ – ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡିବ । କିନ୍ତୁ ଗୃହ ସମସ୍ୟାର ସମାଧାନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅଣୁରୂପ ପଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

କର୍କଟ – ମାନସିକ ସ୍ଥିରତା ଅବ୍ୟାହତ ରଖିଲେ ବହୁତ ଉପକାର ପାଇବେ । ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖିନ ପଦାର୍ଥ ଆଣିପାରନ୍ତି । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ପୂର୍ବା ଫାଲଗୁନୀ ନକ୍ଷତ୍ର ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ୠଣଭାରରେ ଅତିଷ୍ଠ ହୋଇପାରନ୍ତ ଏବଂ ଅନ୍ୟକୁ ସରଳ ବିଶ୍ୱାସ କରି ଠକି ଯାଇପାରନ୍ତି । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୯।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଆଜିର ପ୍ରତ୍ୟୁଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ସଫଳତା ପାଇବେ । ତଥାପି ଚିତ୍ରା ନକ୍ଷତ୍ରର ଟେନସନ୍ କିଛି ମାତ୍ରାରେ ଲାଗି ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ବହୁତ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂର ଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ ଅଯଥା ମାନସିକ ଅଶାନ୍ତିକୁ ବଢାଇବା ବ୍ୟତୀତ କିଛି ଲାଭ ହେବନି । ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଆଜି ଉତ୍ତରାଷାଢା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହ-ଯୋଗରୁ କାମ ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ଆପଣ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ । ପାଖ ପଡୋଶୀଙ୍କ ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ  – ପୂର୍ବଭାଦ୍ରବ ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ । କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସାମ୍ବାଦିକତାରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ଅନ୍ୟମାନଙ୍କର ଫୁସୁଲା ଫୁସୁଲି କଥାରେ ପଶନ୍ତୁ ନାହିଁ କାରଣ ଅସୁବିଧାରେ ସମ୍ମୁଖୀନ ହେବାକୁ ପଡିପାରେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts