Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ନଭେମ୍ବର ୧୭ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

17/11/2020 at 7:15 AM

ମେଷ – ଆଜି କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିର ଠିକ୍ ସମୀକ୍ଷା କରି ପଦକ୍ଷେପ ନେବା ଠିକ୍ ହେବ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ମନ ଯେମିତି ଚାହୁଁଛି ସେମିତି ନ ହେବା କାରଣରୁ ବ୍ୟସ୍ତତା ସୃଷ୍ଟି ହେବ । ସନ୍ତାନଙ୍କ ସ୍ୱାସ୍ଥ୍ୟହାନୀ ଓ ବିଶୃଙ୍ଖଳିତ ସ୍ୱଭାବ ଯୋଗୁ ବିଚଳିତ ହେବେ । ଅର୍ଥ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଦୀର୍ଘଦିନରୁ ରହିଆସିଥିବା ରୋଗ ପୀଡାରୁ କଷ୍ଟ ଅନୁଭବ କରିପାରନ୍ତି । ଯାନ ବାହନ, ମୂଲ୍ୟବାନ ଜିନିଷ, ଘରୋଇ ଉପକରଣ, ନୂତନ ପୋଷାକ ପରିଚ୍ଛଦ ଆଜି କିଣିବା ସକାଶେ ମନ ବଳାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟିକ ସ୍ଥିତି, ପରିବହନ, ଶେୟାର ବଜାର, ନିର୍ମାଣ, ଜମିଜମା ପ୍ରଭୃତିରୁ ସୁଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ଅଭିଳହିତ କାର୍ଯ୍ୟ ସମ୍ପାଦନ କରିପାରିବେ । କିନ୍ତୁ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆର୍ଥିକ ଦିଗରୁ କିଛି ଅସୁବିଧା ହେବ ନାହିଁ ଅବଶୟ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ । ଅଫିସ୍ କାମରେ କୌନସି ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ଆଜିର କର୍ମକ୍ଷେତ୍ରରେ ଯୁକ୍ତିତର୍କ ଜନିତ ବନ୍ଧୁଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହେବାର ସୂଚନା ରହିଛି । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ପ୍ରତ୍ୟେକ ସମୟରେ ନିଜର ସ୍ଥିତିକୁ ଆଖି ଆଗରେ ରଖି କଥାବାର୍ତ୍ତା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି । ଅତୀତର ଯେଉଁ ଘଟଣା ସକାଶେ ଆଶଙ୍କା କରୁଛନ୍ତି ସେଥିରେ କିଛି ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ସମସ୍ୟା ଆସିଲେ ମଧ୍ୟ ତାହା ବେଶି କ୍ଷଣ ତିଷ୍ଠି ରହିବ ନାହିଁ । କେତେକ ନୂତନ କାମର ଯୋଜନା ଓ ପରିକଳ୍ପନା କରି କାମକୁ ବଢାଇ  ନେଇପାରନ୍ତି । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜି କର୍ମକ୍ଷେତ୍ରରେ ଆତ୍ମୀୟମାନଙ୍କ ସୌହାର୍ଦ୍ଦ୍ୟରୁ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରି ମାନସିକ ସ୍ଥିତି ବିଗିଡି ଯାଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ  – ମଧୁର ବ୍ୟବହାର ମାଧ୍ୟମରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସମାନ୍ୟ ବ୍ୟତିକ୍ରମ ଭିତରେ ଦେଇ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ଉଚ୍ଚକର୍ତ୍ତୃପକ୍ଷ କ୍ରୋଧ ପ୍ରକାଶ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ପ୍ରବଳ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖୀ ହେବେ ।

   Related Posts