Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ନଭେମ୍ବର ୨୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

27/11/2020 at 7:14 AM

ମେଷ – ଆଜି ଯେଉଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଅତ୍ୟଧ୍ଚଳ ଖର୍ଚ୍ଚାନ୍ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ବୃଷ – କଲ୍ୟାଣ ଚନ୍ଦ୍ର ଭୋଗ ହେଉଛି ଆଜି । ସମୟ ଶୁଭ କାରକ ହେବ । ବିବାଦମାନ ସ୍ଥିତି କ୍ରମେ ଦୂରେଇବ । ଆଦର ସମ୍ମାନ ପାଇବେ । ଆୟ ଆଖିଦୃଶିଆ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ମିଥୁନ – ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

କର୍କଟ – କର୍ତ୍ତବ୍ୟ ପରାୟଣ ହେବେ । ମାନସିକ ଶାନ୍ତି ସନ୍ତୋଷ ମିଳିବ । ସରକାରୀସ୍ତରରୁ ନିଶ୍ଚିତତାର ସୂଚନା ପାଇବେ । ପୁରାତନ ରୋଗପୀଡାର ଆଶଙ୍କା କମ୍ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ସିଂହ – ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଉପରିସ୍ଥଙ୍କ ସହାୟତାରେ କର୍ମକ୍ଷେତ୍ରରେ ଲାଗି ରହିଥିବା ନ୍ସେନ୍ ଦୂର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

କନ୍ୟା – ନିଜର ଅବହେଳା ଓ କାଳକ୍ଷେପଣ ନୀତି ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ତୁଳା – ଦେହ ଅସୁସ୍ଥ ରହିବ । ଦୂର ଯାତ୍ରାରେ କ୍ଷତି ଯୋଗ ରହିଛି । ଆତ୍ମ ନିର୍ଭରଶୀଳ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ସତ ପରାମର୍ଶ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ୮ ।

ବିଛା – ବନ୍ଧୁମାନଙ୍କୁ କର୍ମକ୍ଷେତ୍ରରେ ନୂତନ ଦିଗ୍ ଦର୍ଶନ ଦେଇ ପ୍ରଶଂସିତ ହେବେ । ଆବଶ୍ୟକତା ପୁରଣ କରିବା ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଧନୁ – ସଦା ସର୍ବଦା କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ନିଜକୁ ନିୟୋଜିତ ରଖିବେ । ମନରେ ଉତ୍ସାହ ବଢିବ । ଦୂର ଭ୍ରମଣ ଯଥା ସମ୍ଭବ ସଂକୁଚିତ କରିବା ଭଲ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ମକର – ତୀର୍ଥ ଦର୍ଶନ, ପରୋପକାର, ଆଦର, ସମ୍ମାନ, ଅଭ୍ୟର୍ଥନା, ବନ୍ଧୁ ମିଳନ ଓ କର୍ମ କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ବଢିବ । ଅପରାହ୍ନ ଠାରୁ ସମୟ କିଛି ପ୍ରତିକୂଳ ଫଳ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

କୁମ୍ଭ  – କର୍ମକ୍ଷେତ୍ରରେ ନିରପେକ୍ଷ ରହିଲେ ବହୁ ଅସୁବିଧାରୁ ମୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ମିଳିବ । ଲକ୍ଷ୍ୟ ପୂରଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ମୀନ – ଆଜି ନୂତନ ବାଣିଜ୍ୟାରମ୍ଭ, ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ କାମ ହାସଲ ପାଇଁ ବେଆଇନ୍ କାମ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

   Related Posts