Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ନଭେମ୍ବର ୩୦ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

30/11/2020 at 7:27 AM

ମେଷ – ଆଜି ଉପୁଜିଥିବା ପରିସ୍ଥିତିରେ ସୋମବାର କୌଣସି ପରିବର୍ତ୍ତନ ହେବ ନାହିଁ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବୃଷ – ଆଜି କୌଣସି କାମ ନ ଅଟକିଲେ ବି ସମସ୍ୟା ଲାଗି ରହିବ । ଅଫିସରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ବନ୍ଧୁ ଓ ସହକର୍ମୀଙ୍କୁ ପ୍ରତିକୂଳ ପରିସ୍ଥିତି ସହ ଲଢିବାର ପ୍ରେରଣା ପ୍ରଦାନ କରିବେ । ବିଭିନ୍ନ ଯୋଜନାରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍କଟ – ସାମୟିକ ସାହାର୍ଯ୍ୟ ଓ ସହ-ଯୋଗ ଲାଭ କରି କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବେ । ପାରସ୍ପରିକ ସହ-ଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ସତ କହି ବିବାଦ ଘେରରେ ପଡିପାରନ୍ତି। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – ଆନୁଷ୍ଠାନିକ ସାହାର୍ଯ୍ୟ ଓ ସହ-ଯୋଗ ଲାଭ କରି କର୍ମକ୍ଷେତ୍ରରେ ସମ୍ୟା ସାମାଧାନ କରିବେ । ପାରିବାରିକ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆହରଣ କରିବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ସହନଶୀଳତା ଓ ବିନମ୍ରତା ଆପଣଙ୍କ ଆଜିର ଜୀବନଚର୍ଯ୍ୟାକୁ ଶୃଙ୍ଖଳିତ କରିବାରେ ସହାୟକ ହେବ । କୌଣସି ବନ୍ଧୁ  ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ମିଥ୍ୟା କହି ମନକୁ ଚହଲାଇ ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

ତୁଳା – ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡୋଶୀଙ୍କ ଜରିଆରେ ଆଶା ପୂରଣ ହେବ । ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ବିରକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ୨।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ଲାଭ କରି ମନ ଖୁସି ହୋଇଯିବ । ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ବହୁତ ଦିନରୁ ଚିନ୍ତା କରିଥିବା  ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି । ଆକସ୍ମିକ ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ଭ୍ରମଣରୁ ମନ ଖୁସି ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – ଦୁଶ୍ଚିନ୍ତା କାରଣର ଟେନ୍ ସନ୍ ଲାଗି ରହିଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବ। ମାଲିମୋକଦ୍ଦମା ପ୍ରଭୃତିରେ ସଫଳତା ପାଇବେ । ଚଳଚ୍ଚିତ୍ର କ୍ଷେତ୍ରରୁ ସମସ୍ୟାଯୁକ୍ତ ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ  – ପରିସ୍ଥିତି ପ୍ରତି ନଜର ଦେଇ କାମ କରି ଚାଲିଲେ କୌଣସି କାମ ଅଟକି ରହିବ ନାହିଁ । ପୁରୁଣା ଜିନିଷ ବିକ୍ରୟ କରି ନୂତନ ଜିନିଷ କ୍ରୟ ପାଇଁ ମନ ବଳାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବନ୍ଧୁ ଗହଣରେ ବାକ୍ ଅସଞ୍ଜମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts