ଡିସେମ୍ବର ୧୫ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 15, 2020 IST

ମେଷ – ବିଭିନ୍ନ ସମସ୍ୟାକୁ ନେଇ ମନ ବିଭ୍ରାନ୍ତ ରହିବ । ଅନୁନୟ ବିନୟର ସହ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ  କରିବେ । ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – ଆନୁଷଙ୍ଗିକ  ସହ-ଯୋଗ ଲାଭ କରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ । ନିକଟ ସମ୍ପର୍କୀୟଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ଶୁଭ ଅଙ୍କ ୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ । 

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ନିଜର ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ । ଅଫିସ୍ ରୁ ଅସମର୍ଥିତ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ଭୁଲ୍ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ପାଇବାର ଆଶା ରହିଛି । ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ । ଆର୍ଥିକ ଅନଟନ ହେତୁ ଗୁରୁତ୍ୱପୂର୍ଣ୍ଣ କାମଟି ଅଟକି ଯିବ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା କଷ୍ଟକର ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଆକସ୍ମିକ ପ୍ରତିବନ୍ଧକ କାରଣରୁ ଯୋଜନାଗୁଡିକ ମଧ୍ୟ ଠିକ୍ ଭାବେ କାର୍ଯ୍ୟକାରୀ ନ ହୋଇପାରେ । ଅର୍ଥ ସମ୍ପର୍କୀୟ କାମରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌-ବ୍ୟବହାର କରିବା କାଠିକର ପାଠ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଫାଇଲ୍ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ । ମନୋଭାବ ପୋଷଣ କରି ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ  କଫି । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  – ଗତକାଲିର ଘଟଣା ମନକୁ ବିବ୍ରତ କଲେ ହେଁ ମଧ୍ୟାହ୍ନ ପରେ ମନ ଶାନ୍ତ ରହିବ । କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ – ଆଶା କରୁଥିବା ବନ୍ଧୁଙ୍କ ଠାରୁ ସାହାଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.