ଡିସେମ୍ବର ୧୭ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 17, 2020 IST

ମେଷ – ଆପଣଙ୍କ ଉନ୍ନତ ଚିନ୍ତାଧାରା ଓ ସହ-ଯୋଗୀ ମନୋଭାବ ସାମାଜିକ ଜୀବନକୁ ମଧୁରତର କରିବ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ବୃଷ – ଖଳ ଲୋକଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରୋକ୍ଷରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ ହେବ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ସନ୍ଧ୍ୟାରେ ସାଙ୍ଗସାତୀଙ୍କ ସହ ସତ୍‌-ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇ ଅଟକିଥିବା କାମକୁ ସଜାଡି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ । 

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବ୍ୟାୟାମ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍କଟ – କାର୍ଯ୍ୟ ସିଦ୍ଧି ହୋଇଯିବା କାରଣରୁ ମନ ପ୍ରଫୁଲ୍ଲ ରହିବ । ବହୁ ଦିଗରୁ ସହ-ଯୋଗ , ସୁଖ ସମ୍ମାନ ପାଇ ଖୁସି ହେବେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ସିଂହ – କର୍ମକ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ସୂଚନା ଦେଖା ଦେଇପାରେ । ମାତ୍ର ଆପଣ ଉପସ୍ଥିତି ବୁଦ୍ଧି ଖଟାଇ କାର୍ଯ୍ୟ ସାଧନ କରିପାରିବେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରିବା ଫଳରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସିତ ମଧ୍ୟ ହେବେ । ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନ ପାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ତୁଳା – ଯାହା  ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ । ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସ୍ୱାତୀ ନକ୍ଷତ୍ର ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ରଙ୍ଗ ୨ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ବିଛା – ଆଜି ଜ୍ୟେଷ୍ଠା ନକ୍ଷତ୍ରର ଯାଜା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ । ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ଧନୁ – ନୂତନ କର୍ମାରମ୍ଭରେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ମକର – ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ଓ ମନରେ ସନ୍ଦେହଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ । ଯାତ୍ରା ସମୟରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ମନାନ୍ତରଜନିତ ମିତ୍ରମାନେ ଶତ୍ରୁ ପାଲଟି ଯିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହିତ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ସକାଳୁ ସକାଳୁ ଖୁସି ଖବରଟିଏ ମନରେ ଉତ୍ସାହ ଭରି ଦେବ । ଆଜିର କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.