Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଡିସେମ୍ବର ୧୯ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

19/12/2020 at 7:26 AM

ମେଷ – କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ  ଓ ଭୋଗବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବୃଷ – ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ । ମନପ୍ରସନ୍ନ ରହିବ । ମଧୁରଭାଷୀ ଓ ଆସ୍ତିକ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ତରବର ହୋଇ ଆଗକୁ ବଢିବା ଅପେକ୍ଷା ଧୀରେ ସୁସ୍ଥେ ଅଗ୍ରଗାମି ହେବେ । ଆୟ ଉତ୍ତମ ଧରଣର ହେବ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ । 

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ସାମାନ୍ୟ ପୀଡା ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ପାରିବାରିକ ଓ ଶୁଭେଚ୍ଛୁଙ୍କ ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲଉାଭ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମିଷ୍ଟଭାଷୀ ଓ ସହିଷ୍ଣୁ ହେବେ । ଶାନ୍ତିପ୍ରିୟ ହୋଇପାରନ୍ତ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ । ମନପ୍ରସନ୍ନ ରହିବ । ମଧୁରଭାଷୀ ଓ ଆସ୍ତିକ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ରଙ୍ଗ ୩ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – କାର୍ଯ୍ୟରେ ସ୍ଥିରତା ଆସିବ । ସମ୍ମାନକୁ ଜଗି ଚଳିବାକୁ ପଡିବ । ଉଦାର ସ୍ୱଭାବର ଏବଂ ଦାନ-ଧର୍ମରେ ଦୀକ୍ଷିତ ହେବେ । ଭ୍ରାତାଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ସାହସିକ ପଦକ୍ଷେପ ନେଇ କାର୍ଯ୍ୟ  କରିପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଭାବେ ଧନ ଲାବ ହୋଇପାରେ । ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଆୟର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – ଆମୋଦ- ପ୍ରମୋଦରେ ସମୟ ଅତିବାହିତ କରୁଥିବା ବେଳେ, ଶତ୍ରୁର ଉପସ୍ଥିତି ବିବ୍ରତ କରିପାରେ । ଶତ୍ରୁଦମନ କରି ଆଶ୍ୱସ୍ତି  ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  – ବ୍ୟବସାୟୀ ଲାଭଜନକ ହେବେ । ସେବା ମନୋଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଗ୍ରହଣ ଯୋଗ୍ୟ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ତ ପ୍ରାପ୍ତିର ସୂଚନା ମିଳୁଛି । ମନରେ ଈର୍ଷାଭାବ ଜାତ ହୋଇପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts