ଡିସେମ୍ବର ୨୧ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 21, 2020 IST

ମେଷ– ଅସମାପ୍ତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ଞ୍ଜ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ସାଙ୍ଗ ସୁଖ ମିଳିପାରେ । ସମାଜ ସେବାରେ ନିଜକୁ ହଜାଇ ଦେଇପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଇଚ୍ଛା କରୁଥିବା କାର୍ଯ୍ୟ ହାତକୁ ଆସିପାରେ । ଭୋଜନରେ ଅଶାନ୍ତି ଉପୁଜି ପାରେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ପାଇଁ ଉଚିତ୍ ସମୟ ହୋଇପାରେ । ମିତ୍ରମାନେ କରଛଡା ଦେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – କର୍ମ ତତ୍ପର ରହିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ବିଦ୍ୱାନ୍ ହୋଇପାରନ୍ତି । ସୁଖ ଭୋଗ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ଶ୍ରମ ସାର୍ଥକ ହେବ । କୁଳ ଦୀପକ ହୋଇପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚା ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ସୁଖ-ସନ୍ତୋଷ ଲାଭ କରି ଲୋକପ୍ରିୟତା ଅର୍ଜନ କରିବେ । ଯଶସ୍ୱୀ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନ ଲାଭ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚା ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ମନ ପ୍ରସନ୍ନ ରହିବ । କର୍ମ ଚଞ୍ଚଳ ରହିବେ । ସାମୟିକ ଭାବେ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । ସ୍ନେହବୋଳା ଭାଷାରେ ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଯଥେଷ୍ଟ ହେବ ନାହିଁ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚା ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ – ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କ ଠାରୁ ସାହାର୍ଯ୍ୟ, ସମର୍ଥନ ପାଇ ଉପକୃତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ମକର – ମନ ପ୍ରସନ୍ନ ରହିବ । ଧାର୍ମିକ ପ୍ରବୃତ୍ତି ସହ ସାହସୀ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ । ପିଲାମାନଙ୍କ ପାଇଁ ଚିନ୍ତିତ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ – ହାତରୁ ଖସି ଯାଉଥିବା କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଦାନ ଧର୍ମକୁ ଆଦରି ନେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପରୋପକାରୀ ହୋଇପାରନ୍ତି । ବିଦ୍ୟା ଲାଭ କରି ଆତ୍ମସନ୍ତୋଷ ଲାଭ କରିବେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.