ଜାନୁଆରୀ ୯ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 09, 2021 IST

ମେଷ – ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ଶାରୀରିକମ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥା କହି କୌଣସି ନୂତନ କାମ ଆରମ୍ବ କରି ଖୁସି ରହିବେ । ମାତ୍ର କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କିନ୍ତୁ କେତେକ କ୍ଷେତ୍ରରେ ଅସଫଳତାଜନିତ ଅତ୍ୟଧିକ ଟେନସନ ହେତୁ ରକ୍ତଚାପ ମଧ୍ୟ ବଢିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ – ଅସ୍ଥିରତା ଦୂରୀଭୂତ ହୋଇଯିବ ଏବଂ ଏହା ସଙ୍ଗକୁ ଆଜି ସୁବିଧା ଓ ସହଜରେ କାମ ହାସଲ କରିବେ । ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ପରିସ୍ଥିତିରେ ପଡି ମନ କଥା ମନ ଭିତରେ ରଖି ଓ ନିଜ କାମ ପଛରେ ପକାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଆପଣ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡିବ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ପୂର୍ବ ପରିକଳ୍ପିତ ଯୋଜନାଗୁଡିକ ବିରିଡି ଯିବାକୁ ମନ ଦୁଃଖ ହୋଇପାରେ । ବାରମ୍ବାର ସ୍ତ୍ରୀଙ୍କ ସ୍ୱାସ୍ଥ୍ୟହାନି ହେଉଥିବା ଯୋଗୁଁ ମନ ଅଶାନ୍ତ ରହିବ । ଆଜି କୌଶଳରେ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – ଅପରିଣାମ ଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ । କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଆକସ୍ମିକଭାବରେ ଥଣ୍ଡା ଜନିତ ସ୍ୱାସ୍ଥ୍ୟ ସମସ୍ୟା ବଢିଯିବ । ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟ ଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହାସଲ କାରଣରୁ ଏଜ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ୱିତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.