ଜାନୁଆରୀ ୧୧ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 11, 2021 IST

ମେଷ – ସୋମବାର ଘରର ବାକି ରହିଥିବା କାମକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ । ପୂର୍ବ ସ୍ଥିରୀକୃତ ଯାନ ବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି । ଶୁଭ ରଙ୍ଗ ଧୂସର। ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବୃଷ – ପାରିବାରିକ ମତାନ୍ତର ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରେ । ଅଫିସ୍ କାମରେ ବ୍ୟସ୍ତ ରହି ଘରୁ ବରାଦ ପାଇଥିବା ଜିନିଷଟି ଆଣିବାକୁ ଭୁଲିଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଜଣେ ସମ୍ପର୍କୀୟଙ୍କ ନିକଟରୁ କୋଣସି ନୂଆ ଖବର ପାଇ ଖୁସି ହୋଇପାରନ୍ତି । ବହୁ ଦିନରୁ ସମସଧାନ ହୋଇପାରୁ ନ ଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନେଇ ବ୍ୟସ୍ତ ହୋଇପାରନ୍ତି । ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ ଦୌଡିପାରନ୍ତି । ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲରେ କଟିବ । କେତେକ କ୍ଷେତ୍ରରେ ଅନୁତାପ କରିବେ ସିନା କିଛି ଲାଭ ହେବନି । ବନ୍ଧୁଙ୍କ ମିଥ୍ୟା ଅଭିଯୋଗକୁ ପରୋକ୍ଷ ସମର୍ଥନ ଦେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପରିବତର୍ତ୍ତିତ ସମୟର କେତେକ ବ୍ୟତିକ୍ରମକୁ ନେଇ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି । ଅନ୍ୟମାନଙ୍କ ଭୁଲ୍ ଧାରଣା ବୃଦ୍ଧି ଦିଗରେ କେତେକ ନିକଟତମ ବନ୍ଧୁ ଖୋରାକ ଯୋଗାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଓ ଅନ୍ୟମାନେ ଆପଣଙ୍କୁ ପ୍ରଶଂସା କରିବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ମନ କଥା ମନରେ ରଖି ସମସ୍ୟାର ସରଲ ସମାଧାନ କରିବେ । ଭାବୁଥିବା କାମଟିକୁ ଶେଷ କରିପାରିବେନି , ଯଦିଉ ଏଥିପାଇଁ ଆଜି ବହୁତ ଚେଷ୍ଟା ଓ ପରିଶ୍ରମ କରିବାକୁ ପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଚିନ୍ତିତ ରହିବେ । ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସୁଖଭାରା ଦିନଟି ।

ମକର – ଚିନ୍ତା କରିଥିବା କୌଣସି ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପିତ ହେବାର ଉଜ୍ଜ୍ୱଳ ଆଶା ରହିଛି । ଆଜି ଯେତିକି ପାଇବେ ତାହା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

କୁମ୍ଭ  – କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା କିମ୍ବା ବିଶୃଙ୍ଖଳାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ । ମାନସିକ ଚାପଗ୍ରସ୍ତ ହୋଇ ପାରିବାରିକ ସମସ୍ୟା ପ୍ରତି ବୀତସ୍ପୃତ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ବାସ୍ତବତାକୁ ପ୍ରାଧାନ୍ୟ ଦେଉଥିବାରୁ ଅନ୍ୟମାନଙ୍କ କାଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ । ବନ୍ଧୁଙ୍କ ବିରୋଧାତ୍ମକ କଥାରେ ମନ୍ତବ୍ୟ ଦେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.