ଜାନୁଆରୀ ୧୪ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 14, 2021 IST

ମେଷ – ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖ ଦେବ । ପରିବାର ସଦସ୍ୟଙ୍କ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ନିଜର କାର୍ଯ୍ୟ ହାସଲ ସକାଶେ ବନ୍ଧୁଙ୍କ ନିକଟରୁ ଅଯାଚିତ ଭାବେ ସହାୟତା ପାଇବେ । କୃତ୍ତିକା ନକ୍ଷତ୍ରର ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ – ମୃଗଶିରା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ବୁଝାମଣା ମାଧ୍ୟମରେ ଶୃଙ୍ଖଳା ଆସିବ । ଆପଣଙ୍କ କୃତୀ ଓ କୃତିତ୍ୱକୁ ବନ୍ଧୁ ଓ ପଡୋଶୀମାନେ ପ୍ରଶଂସା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚା ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଚା ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚା ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ଚା କର୍ମଜୀବି- ସମ୍ମାନିତ ହେବେ ।
ଚା ବ୍ୟବସାୟୀ- ସଫଳତା ମିଳିବ ।
ଚା ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଭାବପ୍ରବଣତା ବୃଦ୍ଧି ପାଇବା କାରଣରୁ କୌଣସି କାମ ସୁବିଧାରେ ହୋଇପାରିବ ନାହିଁ । ଅଶ୍ଳେଷା ନକ୍ଷତ୍ର ପାଇଁ ଆକସ୍ମିକ ଭାବରେ ମିତ୍ରମାନେ ମଧ୍ୟ ଶତ୍ରୁ ଭଳି କାମ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହେବାରେ ବନ୍ଧୁ ସହଯୋଗ କରିବେ । ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ଓ ଗବେଷଣା, ରାଜନୀତିରେ ଚେଷ୍ଟା ସଫଳ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ଚିତ୍ରା ନକ୍ଷତ୍ର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ଅପଦସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡିକ ପୂରା ଦମ୍ ରେ କରି ଚାଲିବେ । ବନ୍ଧୁଙ୍କ ଗହଣରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟହାସଲରେ ଅସୁବିଧା ହେବ ନାହିଁ । ଅନୁରାଧାର ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସୁଖୀ ହେବେ ।

ଧନୁ – ଆକସ୍ମିକ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ବହୁତ ଦିନରୁ ରହିଯାଇଥିବା ଅଧାପନ୍ତରିଆ କାମଟିକୁ ଆଜି ହିଁ ପୂର୍ଣ୍ଣାଙ୍ଗ ରୂପ ଦେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – କୌଣସି ନୂଆ କାର୍ଯ୍ୟ ହାସଲରେ ଖୁସି ହେବେ । ଅସହିଷ୍ଣୁ ଲୋକମାନେ ଅପପ୍ରଚାର କରିବା ସଙ୍ଗକୁ କାର୍ଯ୍ୟରେ ବିଘ୍ନ ଘଟାଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ଆପଣଙ୍କ ସରଳତାର ସୁଯୋଗ ନେଇ ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିବେ । ଶତଭିକ୍ଷା ନକ୍ଷତ୍ରର ପରିବାର ମଧ୍ୟରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ପରିବାରର କେତେକ ବ୍ୟତିକ୍ରମକୁ ନେଇ ଦୁର୍ଭାବନା ବୃଦ୍ଧି ପାଇ ପାରେ । ପ୍ରତିବନ୍ଧକ କରଣରୁ ବ୍ୟବସାୟ,ଶିଳ୍ପ ତଥା ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.