Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଜାନୁଆରୀ ୨୮ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

28/01/2021 at 7:04 AM

ମେଷ – ଆଜିର ଗ୍ରହପ୍ରଭାବରେ ଅନୁକୂଳ ପରିବେଶ କାମ ହାସଲ କରିବାରେ ସାହାର୍ଯ୍ୟ କରିବ । ଚନ୍ଦ୍ର ସମାଗମସ୍ଥ ହେତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁ ଅନୁତପ୍ତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଆଜି ଧନସ୍ଥନ ବହୁଗ୍ରହ ଦୃଷ୍ଟ ହେତୁ ଆର୍ଥିକ ଉନ୍ନତି ସହ ଶାରୀରିକ ସୁସ୍ଥତା ମନୋବଳ ବୃଦ୍ଧିରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତନା ବାଣୀ ମନରେ ଆଶ୍ୱସ୍ତି କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଅଷ୍ଟମ ସ୍ଥାନରେ ଏକାଧିକଗ୍ରହ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିପାରେ । ନିର୍ମାଣ ସମ୍ପର୍କୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ସ୍ୱାସ୍ଥ୍ୟରେ ଉନ୍ନତି ସହ ମାନସିକ ସ୍ଥିତି କେତେକାଂଶରେ ଭଲ ରହିବ । ଅର୍ଥ ସମ୍ପର୍କ କିମ୍ବା ପାରିବାରିକ ସମସ୍ୟାକୁ ନେଇ ବିବାଦ ଦେଖାଦେଇ ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ଆଜିର ଗ୍ରହ ସ୍ଥିତି ପ୍ରଭାବରେ ଆପଣ ଯାହା ଚାହୁଁଛନ୍ତି ତାହା ପାଇବାକୁ କଷ୍ଟ କରିବାକୁ ପଡିବ ନାହିଁ । କୌଣସି ଅନାକାଂକ୍ଷିତ ସୂଚନାକ୍ରମେ ଗସ୍ତ ବାତିଲ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ବୁଧଙ୍କ ଦୁର୍ବଳତା କାରଣରୁ କର୍ମକ୍ଷେତ୍ରର ଗୁରୁଦାୟିତ୍ୱ ସାମୟିକ ବିଚଳିତ ଅନୁଭବ କରିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରିବା ଦ୍ୱାରା ତାହା ଆପଣଙ୍କ ପାଇଁ ସମସ୍ୟାର କାରଣ ହେବ । ଖଳପ୍ରକୃତିର ଲୋକ ମାନେ ବିରୃଦ୍ଧାଚରଣ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ସମସ୍ୟା ଲାଗି ରହିଲେ ମଧ୍ୟ ଅଭିମାନ ନ କରି କୌଶଳରେ କାମ ହାସଲ ପାଇଁ ଚେଷ୍ଟା କରିବା ଭଲ । ମତାନ୍ତର ଲାଗି ପାରିବାରିକ କ୍ଷେତ୍ରରେ ଅଶାନ୍ତି ଆସିବ । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – ଅଫିସରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର କାରଣ ହୋଇପାରେ । ବନ୍ଧୁମାନଙ୍କ ସହାର୍ଯ୍ୟରେ ଧାତବଜନିତ ଦ୍ରବ୍ୟ ଲାଭର ଯୋଗ ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆଜିର ଯାତ୍ରା, ବାଣିଜ୍ୟ, ପରିବହନରେ କୌଣସି ଅସୁବିଧା ହେବ ନାହିଁ । ଧୈଯ୭୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ସମସ୍ୟା ଲାଗି ରହିଲେ ମଧ୍ୟ କାର୍ଯ୍ୟ କ୍ଷେତ୍ରରେ ଆବଶ୍ୟକୀୟ ସାହାର୍ଯ୍ୟ ପାଇବାରେ କୌଣସି ଅସୁବିଧା ହେବ ନାହିଁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନିଜ ଲୋକମାନେ ଦାଉ ସାଜିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ଏକାଦଶସ୍ଥ ଏକାଧିକଗ୍ରହ ହେତୁ ଗତକାଲି ଠାରୁ ଯେଉଁ ଜିନିଷର ଅଭାବ ଥିଲା ତାହା ସୁବିଧାରେ ପୂରଣ ହୋଇଯିବ । ପ୍ରାୟତଃ ପାରିବାରିକ ପରିସ୍ଥିତି ଭଲ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts