ଜାନୁଆରୀ ୩୦ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 30, 2021 IST

ମେଷ – କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ । ଆର୍ଥିକ ସଂକଟ ଲାଗି ରହିଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ । ଶୁଭ ରଙ୍ଗ  ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କାମରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – କର୍ମକ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଭଲ । ନତୁବା ପରିସ୍ଥିିତି ବଦଳି ଯାଇପାରେ । ବନ୍ଧୁଙ୍କ ମୁଡ୍ ପରଖି ଆଗକୁ ନ ବଢିଲେ କଳହର ସୂତ୍ରପାତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ଆଜିର କର୍ମାରମ୍ଭ ପ୍ରତୀପଦ ହେବ । ନିକଟସ୍ଥ ବ୍ୟକ୍ତିଙ୍କ ସହାୟତାରେ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାର୍ଯ୍ୟ ପ୍ରତିଶ୍ରୁତି ଦେଇ ପାଖ ମାଡିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାର୍ଯୟ ପ୍ରତିଶ୍ରୁତି ଦେଇ ପାଖ ମାଡିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ଆଶଙ୍କା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ଶନିବାର ସାଙ୍ଗସାଥୀମାନଙ୍କ ସହ କିଛି ନୂଆଁ ସ୍ଥାନକୁ ପରିଦର୍ଶନରେ ଯାଇ ପାରନ୍ତି । ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ ।  ଶୁଭ ଅଙ୍କ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ –ଶନିବାର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣା ଓଟରା ଲାଗିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ସାମାନ୍ୟ ଥଣ୍ଡାକାରଣରୁ ଦେହଟା ଭଲ ଲାଗି ନ ପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ  – ଅନ୍ୟମାନଙ୍କ ସକାଶେ ଯାହା ସହଜ ଓ ସୁବିଧାଜନକ ହୋଇପାରୁଛି ତାହା ଆପଣଙ୍କ ପାଇଁ ନ ହୋଇପାରେ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଯେମିତି ଭାବୁଛନ୍ତି, ସେମିତି କରନ୍ତୁ, ସାମାନ୍ୟ ଅସୁବିଧା ଦେଖା ଦେଲେ ମଧ୍ୟ ପର କ୍ଷଣରେ ସବୁ ଠିକ୍ ହୋଇଯିବ। ନିକଟତର ବନ୍ଧୁଟି ଦ୍ୱାରା କାମ ହାସଲ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.