Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଫେବୃଆରୀ ୦୨ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

2/02/2021 at 6:59 AM

ମେଷ – ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ବୃଷ – ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ନିଜ ଲୋକଙ୍କ ସାହାର୍ଯ୍ୟରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

କର୍କଟ – ପର କଥାରେ ଭୁଲ୍ ମାର୍ଗ ଅନୁସରଣ କରି ଅପଦସ୍ଥ ହେବେ । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅନ୍ୟମାନଙ୍କ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଆଜି ପ୍ରତ୍ୟେକ କାମ ଠିକ୍ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ । କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଚାକିରି କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ ।  ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସୁଖୀ ହେବେ ।

ମକର – କର୍ମକ୍ଷେତ୍ରରେ ପରୋକ୍ଷ ସାହାର୍ଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଏଥି ସକାଶେ କଳହ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ଆଜି ଦିନଟିରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

   Related Posts