ଫେବୃଆରୀ ୨୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | February 24, 2021 IST

ମେଷ – ଆଜି ଦିନଟିରେ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ । ମନ ଭଲ ରହିବ ଏବଂ ସହମତିରେ କାମ କରିବାର ପ୍ରେରଣା ପଇବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଆଜି ଯାହା କରିବେ ସବୁ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କର୍ମ କ୍ଷେତ୍ରରେ ମିତ୍ରତା ସୃଷ୍ଟି କରିପାରନ୍ତି ଏବଂ ମନୋରଞ୍ଜନ କାର୍ଯ୍ୟରେ ରୁଚି ବଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଅସନ୍ତୁଷ୍ଟ ରହିବେ । କେତେକ କ୍ଷେତ୍ରରେ ମନର ଦୁଃଖକୁ ଲୁଚାଇ ରଖି ଉପର ମନରେ ହସି ହସି କଥା କହିବେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ହଠାତ୍‌ କର୍ମକ୍ଷେତ୍ରରେ କୌଣସି ସମସ୍ୟା ମନକୁ ବିଚଳିତ କରିପାରେ । କୌଣସି ମୂଲ୍ୟବାନ ଜିନିଷ ଖରିଦ କରିବା ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

ସିଂହ – ଆଜି ଅନାବଶ୍ୟକ ଖର୍ଚ୍ଚ, କ୍ଷତି, ଯାନବାହନ କିମ୍ବା ଗୃହ ମତାମତି ବାବଦରେ ଚିନ୍ତା ସୃଷ୍ଟି ହୋଇପାରେ । ବିବାଦର ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ଗତକାଲି ଯାହା ଚିନ୍ତା କରିଥିଲେ ଆଜି ତାହା କରିବାରେ ଅସୁବିଧା ହେବ ନାହିଁ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ସଂପୂର୍ଣ୍ଣ ପାଇଁ ବ୍ୟସ୍ତତା ବଢିପାରେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ନିଜର ଦୃଢତା ହେତୁ କାମଗୁଡିକ ଠିକ୍‌ ଭାବରେ ହେବ, ମାତ୍ର ଏଥିପାଇଁ କଷ୍ଟ ସହିବାକୁ ପଡିବ । ବନ୍ଧୁମାନଙ୍କ ମଧ୍ୟରେ ପରୋକ୍ଷ ଭାବେ ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ଆଜିର ଯାତ୍ରା ପାଇଁ ଦିନଟି ଭଲ ଓ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ଚେଷ୍ଟା କରୁଥିବା କାମରେ ମିତ୍ର ବନ୍ଧୁମାନେ ଆବଶ୍ୟକ ସହ-ଯୋଗ କରିବେ । ଶୁଭ ଅଙ୍କ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ବହୁତ ପୂର୍ବରୁ ରହିଥିବା ସମସ୍ୟାଗୁଡିକ ଆପଣାଛାଏଁ ସମାଧାନ ହୋଇଯିବ । ମିତ୍ରମାନେ ମିଠା କଥା କହି ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଆଜି ଦିନଟିରେ ଖୁସି ମନରେ କାମ କରିବେ ଏବଂ ପ୍ରତ୍ୟେକ କାମ ଠିକ୍‌ ଠାକ୍‌ ଚାଲିବ । ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

କୁମ୍ଭ – ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ସବୁ କାମ ଡେରିରେ ହେବା କାରଣରୁ ମାନସିକ ସ୍ଥିତି ମାନ୍ଦା ରହିବ । ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୁଖୀ ହେବେ ।

ମୀନ- ବହୁତ ଚେଷ୍ଟା କରି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଆପଣ ଲାଜ ତ୍ୟାଗ କରି ପାଟି ଖୋଲିଲେ ପାଖରେ ଥିବା ବ୍ୟକ୍ତିମାନେ ସହ-ଯୋଗ କରିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.