Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

୧୪ ଡିସେମ୍ବର, ଶୁକ୍ରବାର

14/12/2018 at 11:09 AM

ମେଷ – ନିଷ୍ଠାର ସହ କର୍ତ୍ତବ୍ୟ ପାଳନ କରିବେ । କୁଳ ମର୍ଯାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ ।


ବୃଷ – ସତ୍ୟନିଷ୍ଠ ହୋଇପାରନ୍ତି । କର୍ତ୍ତବ୍ୟ ପରାୟଣ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହୋଇପାରେ ।


ମିଥୁନ – କୌଣସି କାରଣରୁ ବିଚଳିତ ହୋଇପାରନ୍ତି । ଶାରିରୀକ ପୀଡା ଅନୁଭବ କରିବେ । ଭାଗ ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି ।


କର୍କଟ- ଆତ୍ମୀୟ ବିରୋଧୀଙ୍କ ହୋଇପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ସମାଜ ସେବା ପ୍ରତି ମନ ବଳାଇପାରନ୍ତି । ମନରେ ଅହଂଭାବ ଆଣିପାରନ୍ତି ।


ସିଂହ – ଶତ୍ରୁ ସହିତ ମୁକାବିଲା କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ ।


କନ୍ୟା – ଅଟକି ଥିବା କାର୍ଯ୍ୟରେ ପୁଣି ଆଗକୁ ବଢାଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ହୋଇପାରେ ।


ତୁଳା – ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁଖ-ଅନୁଭବ କରିପାରନ୍ତି ।


ବିଛା – ମନ ଅସ୍ଥିର ରହିପାରେ । ଉଚ୍ଚ ଆଶା ଫଳବତୀ ହେବ । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି । ଭାଗ୍ୟଶାଳୀ ହୋଇପାରନ୍ତି ।


ଧନୁ – ଯୋଗାଯୋଗରେ ସଫଳତା ମିଳିବ । ବଳଶାଳୀ ଓ ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ମନ ବଳାଇବେ ।ରଣାଙ୍ଗନରେ କର୍ମ ତତ୍ପର ହେବେ ।


ମକର – ପରିସ୍ଥିତି ପ୍ରତି ସଜାଗ ରହିବାକୟ ହେବ । ବିଭିନ୍ନ ସୂତ୍ରରୁ ଆୟ ଆସିବ । ସରକାରୀ କ୍ଷେତ୍ରରୁ ଲାଭବାନ ହେବେ । ଉତ୍ତମ ଭୋଜନ ମିଳିବ ।


କୁମ୍ଭ – କେହି ପଥରୋଦ କରିବା ପାଇଁ ଉଦ୍ୟମ ଚଳାଇ ପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ ।


ମୀନ – ରୋଜଗାରକ୍ଷମ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ବାରି-ବଗିଚାରେ କାର୍ଯ୍ୟ କରି ଆନନ୍ଦ ଅନୁଭବ କରିପାରନ୍ତି ।

   Related Posts