Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ମାର୍ଚ୍ଚ ୭ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

7/03/2021 at 7:07 AM

ମେଷ – ଆଜି ପ୍ରତ୍ୟେକ କାମରେ ସାହାର୍ଯ୍ୟ  ସହ-ଯୋଗର ଅଭାବ ରହିବ ନାହିଁ । ସରକାରୀ ଆଦେଶ ପ୍ରାପ୍ତ ହୋଇ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ପରୋକ୍ଷ ଶତ୍ରୁତା କାରଣରୁ ସମ୍ପର୍କୀୟଙ୍କ ଦ୍ୱାରା ଅପଯଶ ପାଇପାରନ୍ତି । ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ – ଅଧସ୍ତନମାନଙ୍କୁ ସହାୟତାରେ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ-ଯୋଗରୁ ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କର୍କଟ – କର୍ମକ୍ଷେତ୍ରରେ ସଂକଟଜନକ ସ୍ଥିତିରେ ବନ୍ଧୁଙ୍କ ପରାମର୍ଶରୁ ସାନ୍ତନା ମିଳିବ । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।   

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ବନ୍ଧୁଙ୍କ ଫେରିବା ବାଟର ବିଳମ୍ବତାକୁ ଲକ୍ଷ୍ୟ କରି ବ୍ୟସ୍ତ ହୋଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ଦୀର୍ଘ ଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ତୁଳା – ଇଚ୍ଛା ଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – କର୍ମକ୍ଷେତ୍ରରେ ସାମାନ୍ୟ ଧୈର୍ଯ୍ୟଧାରଣ କଲେ ସମସ୍ୟାର ସରଳ ସମାଧାନ ହୋଇଯିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।  ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ସ୍ଥଗିତ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ମକର – ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ର ପୂର୍ବପରି ଅସ୍ଥିରତା ମଧ୍ୟରେ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  – ଘଟିଯାଇଥିବା ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ- କେତେକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ । ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts