ଅପ୍ରେଲ ୦୭ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 07, 2021 IST

ମେଷ – ଆଜି ସ୍ୱଗୃହୀଚନ୍ଦ୍ର ପ୍ରଭାବରୁ ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି । ଅବହେଳାଜନିତ ଉପରିସ୍ଥ କର୍ମଚାରୀଙ୍କୁ କୈଫିୟତ୍‌ ଦେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।


ବୃଷ – ବିଭିନ୍ନ ପ୍ରକାରର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ- ଶ୍ରମ ସାର୍ଥକ ହେବ ।


ମିଥୁନ – ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ବୃଦ୍ଧି ପାଇବ । ସଂଗଠନ, ରାହନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଆତ୍ମୀୟଙ୍କ ସାହାର୍ଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ । ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।


ସିଂହ – କର୍ମକ୍ଷେତ୍ରରେ ଫାଇଲ୍‌ କାମରେ ବ୍ୟସ୍ତ ରହିବେ । ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଯେତେ ଭଲ କାମ କଲେ ମଧ୍ୟ ଏଣେ ଘରୁ ତେଣେ କର୍ମ କ୍ଷେତ୍ରରୁ ଅଭିଯୋଗ ଆସିପାରେ । ଆକସ୍ମିକ ଦୁର୍ବଳ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ । ବକେୟା ଆଦାୟକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା – ଭୁଲ୍‌ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ । କଚେରି ମାମଲା କ୍ଷେତ୍ରରେ ସମସ୍ୟା ସାମଧାନ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।


ବିଛା – ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ । ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍‌କୁ ଆପଣେଇ ନେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
• ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ – ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଚେଷ୍ଟା କରୁଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମକର – ଦୀର୍ଘଦିନରୁ କୁହୁଳୁଥିବା ଅଶାନ୍ତି ହଠାତ୍‌ ପରିବେଶକୁ ବଦଳାଇ ଦେବ । ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିପାରେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।


କୁମ୍ଭ – ଆଜିର ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ । ତରବରିଆ ପଦକ୍ଷେପ ନେଇ ଠିକ୍‌ କାମକୁ ଭୁଲ୍‌ କରିବେ । ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – ଆଗରୁ ଦୃଢ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ କାଳେ ସାହାର୍ଯ୍ୟ କରିବାକୁ ପଡିପାରେ, ଏହି ଚିନ୍ତାରେ ପାଖ ମାଡିବେ ନାହିଁ । କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.