Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଅପ୍ରେଲ ୧୨ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

12/04/2021 at 6:53 AM

ମେଷ–ଆଜି ଗୋଟିଏ ନକ୍ଷେତ୍ରରେ ରାହୁ ଓ ରାଶ୍ୟାଧିପ ମଙ୍ଗଳ ଅବସ୍ଥାନ କରିଥିବାରୁ ଆକସ୍ମିକ ଭାବରେ କୌଣସି ସମସ୍ୟାରେ ଛନ୍ଦି ହେବେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୯ ।
• କର୍ମଜୀବି- କାର୍ଯ୍ୟବ୍ୟସ୍ତରହିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ- ନୂଆବସ୍ତ୍ରଲାଭହେବ ।
• ଛାତ୍ରଛାତ୍ରୀ- ବିଜ୍ଞହେବେ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ । ଛାତ୍ରଛାତ୍ରୀ- ବିଜ୍ଞହେବେ ।

ବୃଷ–ରବି ଉତ୍ତର ଭାଦ୍ରବ ନକ୍ଷତ୍ର ଯୋଗୁ ବନ୍ଧୁଙ୍କ ସାହାର୍ଯ୍ୟରୁ ଆଶ୍ୱସ୍ତି ଅନୁଭବ କରିବେ । ଚେଷ୍ଟା କରୁଥିବା କାମଟି ପାଇଁକଠିନ ପରିଶ୍ରମ କରିବାକୁ ପଡିବ । ହଠାତ୍‌ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ଦୁର୍ବଳ ବୃହସ୍ପତି ଧନିଷ୍ଠା ନକ୍ଷତ୍ରସ୍ଥହେତୁ କର୍ମ କ୍ଷେତ୍ରରେ ଭୁଲ୍‌-ବଶତଃସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ । ମନ ଅସ୍ଥିର ରହିବା ହେତୁ କାମଗୁଡିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୮
• ଚାଷୀ- ଜଳସଞ୍ଚୟକରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟତତ୍ପରରହିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ- ସୁଖ ଅନୁଭବକରିବେ ।
• ରୋଗୀ- ବ୍ୟାୟାମ୍‌କରିବାଉଚିତ୍‌ ।

କର୍କଟ–ଲାଭ ସ୍ଥାନରେ ମଙ୍ଗଳଙ୍କ ଯୋଗୁ କର୍ମକ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଯେତେ ଭଲ କାମକଲେ ମଧ୍ୟ ନିଜଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟଲାଭହେବ ।
• ଗୃହିଣୀ- ପରକୁ ଆପଣାରକରିବେ ।

ସିଂହ –ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ସୁପ୍ରଭାବରେ ମିଠା କଥା କହି ପରକୁ ଆପଣାର କରିପାରିବେ । କିନ୍ତୁ ମଘା ନକ୍ଷତ୍ରର କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢିଯିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍ ‌କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

କନ୍ୟା–ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି । କଠିନ ପିରିଶ୍ରମ ହେତୁ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣକରିବେ ।
• କର୍ମଜୀବି- ସହଯୋଗମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାରକରନ୍ତୁ ।
• ଗୃହିଣୀ- କାର୍ଯ୍ୟରେବ୍ୟସ୍ତରହିବେ

ତୁଳା–ସ୍ୱଗୃହୀଶନିଙ୍କ ଯୋଗୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।ବ୍ୟବସାୟରେ ସଫଳତା ମିଳିବ, କିନ୍ତୁ କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଜୈବିକ ସାରମାଟିରେ ବ୍ୟବହାର ଉଚିତ୍‌ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖୀହେବେ ।

ବିଛା– ଆଶା ଓ ନିରାଶାର ଦୋଛକିରେ ରହି ବାରମ୍ବାର ନିଜରମତ ବଦଳାଇବାକୁ ବାଧ୍ୟ ହେବେ । ସଭା ସମିତି କିମ୍ବା ଆଲୋଚନା ପରିସରରେ ଉଚ୍ଚ ପ୍ରଶଂସିତ ହେବେ ।ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ପୂର୍ବ ରାଗ ଶୁଝାଇବାକୁ ନେଇ ନିଜରଲୋକଟି ଆଉ ନ ପଚାରୁଥିବାରୁ ଦୁଃଖିତରହିବେ । ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳସଞ୍ଚ ୟକରନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର–ଉଚ୍ଚସ୍ଥ ଶୁକ୍ରଭାଗ୍ୟ ସ୍ଥାନକୁ ଦେଖୁଥିବାରୁ ଅଟକି ରହିଥିବା କାର୍ଯ୍ୟହ ଠାତ୍‌ ଆରମ୍ଭ କରିବାକୁ ସ୍ଥିର କରିବେ । ଧନିଷ୍ଠା ନକ୍ଷତ୍ରର ଅପ୍ରୀତିକର ପରିସ୍ଥିତି ଜନିତ ଘଟଣାର ଦିଗ ବଦଳି ଯାଇପାରେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟ କର ହୋଇପଡିବ । କିନ୍ତୁ ଶ୍ରବଣା ନକ୍ଷତ୍ରକୁ ନିଜର ପାଖ ପଡୋଶୀ ସହାନୁଭୂତି ପ୍ରଦର୍ଶନ ସହ ଆଜିର ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ‌ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ପରିସ୍ଥିତିକୁ ଦେଖି କାମ କରିବା ଭଲ । ଅନ୍ୟଥା ତାହା ଜଟିଳ ହୋଇପାରେ । ରେବତୀ ନକ୍ଷତ୍ରର ପୁରାତନ ରୋଗପୀଡାବୃଦ୍ଧି ପାଇପାରେ । ପାରିବରିକ ଜୀବନରେ ଅନାଦର ପାଇପାରନ୍ତି । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ‌ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts