ଅପ୍ରେଲ ୨୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 21, 2021 IST

ମେଷ– ଅଧିକ ଲାଭବାନ୍‌ ହେବା ଆଶା ରଖି ଅର୍ଥ ବିନିଯୋଗ କରିପାରନ୍ତି । ସତ୍ସଙ୍ଗୀ ଓ ଭାଗ୍ୟଶାଳୀହେବେ । ଦିନଟିଭୋଗବିଳାସରେକଟାଇ ପାରନ୍ତି ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ–ଖାଦ୍ୟ, ପେୟରେ ତୃପ୍ତି ଲାଭ କରିବେ । ଶାରୀରିକ ପୀଡା ଅନୁଭବ କରିପାରନ୍ତି । ଈର୍ଷାରୁ ନିବୃହେଲେ ସାମାଜିକ ସ୍ତରରେ ମାର୍ଯ୍ୟାଦା ମିଳିବ । ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ମଧୁର ଭାଷୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଚକ୍ଷୁରେ ପୀଡାହେବ ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- କାର୍ଯ୍ୟ ମନ୍ଥର ହେବ ।

ମିଥୁନ – ବ୍ୟବସାୟରେ ଲାଭବାନ୍‌ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି ।ସେବାଭାବନା ନେଇ କାର୍ଯ୍ୟ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ– ସାମାନ୍ୟ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟ । ମନରେ ଗର୍ବଭାବ ଦେଖା ଦେଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତିହେବେ ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ସିଂହ –ଗୃହଜଞ୍ଜାଳରେ ବ୍ୟସ୍ତ ରହିବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟକଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ-ସୁଖୀହେବେ ।

କନ୍ୟା – ଉଦାର ପ୍ରକୃତିରହୋଇପାରନ୍ତି । ଦାନ-ଧର୍ମରେ ନିଜକୁ ନିୟୋଜିତକରିବେ ।ସୁଖମିଳିବ ।ଶୋଭନ ବ୍ୟକ୍ତିତ୍ୱର ପରିଚୟସୃଷ୍ଟିକରିବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ଆର‌୍ୟୁର ବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।

ତୁଳା–ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ସମ୍ଭାଷଣରେ ଅନ୍ୟମାନଙ୍କର ମନ ନେଇ ପାରନ୍ତି । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିପାରନ୍ତି ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ବିଛା– କାର୍ଯ୍ୟରେ ଢେର ଉନ୍ନତି ଦେଖା ଦେବ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବୁଦ୍ୟା ପ୍ରେମୀ ହେବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ସଦ୍‌ ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ଧନୁ –ଗୃହକାର୍ଯ୍ୟରେ ଲାଗି ପଡିବେ । ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ଶାରିରୀକ ଶକ୍ତି ବୃଦ୍ଧି ହେବ । ଐଶ୍ୱର୍ଯ୍ୟ ଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର–ନିଜ ପ୍ରଭାବର ଉପଯୋଗ କରିବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
• ଚାଷୀ- କାର୍ଯ୍ୟମନ୍ଥର ହେବ ।

କୁମ୍ଭ -ବ୍ୟବସୟରେ ବାଦାନୁବାଦ ଉପୁଜିଲେବି ଭଲ ଆୟହେବ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଯାନବାହନ ସୁଖମିଳିବ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ – ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମ ତତ୍ପରତା ପ୍ରକାଶ ପାଇବ । କୁଳଦୀପକ ହେବେ । ମନ ପ୍ରସନ୍ନରହିବ । ସୁସ୍ଥ ଓ ନିରାମୟଜୀବନ ଯାପନ କରିପାରନ୍ତି ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଆର‌୍ୟୁର ବେଦୀ ଚିକିତ୍ସାଲାଭ ଦେବ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.