ଅପ୍ରେଲ ୨୨ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 22, 2021 IST

ମେଷ-ଚଳାଇଥିବା ଅନୁସନ୍ଧାନରେ ସଫଳତା ମିଳିବ । ଭଲ ରୋଜଗାର ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ ମାତ୍ର ଘାତଚନ୍ଦ୍ର ଯୋଗୁଁ ସାବଧାନ ହେବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆଡିଲ୍‌ ମିଳିବ ।
• ଗୃହିଣୀ-ସୁଖୀ ହେବେ ।

ବୃଷ-ପାରିବାରିକ ଜୀବନ ଆନନ୍ଦମୟ ହେବ । କାର୍ଯ୍ୟରେ ବିଶୃଙ୍ଖଳା ଉପୁଜି ପାରେ । ଚିନ୍ତା ଦୂର ହେବ । ଉନ୍ନତି ପଥରେ ଆଗେଇ ଯିବେଟ୍ଟ ମାତ୍ର ଖର୍ଚ୍ଚାନ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଚିକିତ୍ସା ପାଇଁବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ- ଆୟ ଯଥେଷ୍ଟ ପରିମାଣର ହେବ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ଅର୍ଥ ସଞ୍ଚୟ କରିବାରେ ସଫଳ ହେବେ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କର୍କଟ- କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟିହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବିଭିନ୍ନ ଦିଗରୁ ସହାୟତାର ହାତ ଲମ୍ବି ଆସିବ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ସିଂହ-ପାରିବାରିକ ଶାନ୍ତିମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପରୋପକାରୀ ହେବେ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

କନ୍ୟା- ନୂତନ ନିଯୁକ୍ତି ମିଳିବାର ସୁଯୋଗ ସୃଷ୍ଟି ହୋଇଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଶୁଭ ଦୃଷ୍ଟିରୁ କର୍ମକ୍ଷେତ୍ରରେ ସଫଳତା ଲାଭ କରିପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା- ସୁଖ ସମ୍ମାନ ଲାଭ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । କାର୍ଯ୍ୟହାସଲ କରିବାରେ ସିଦ୍ଧ ହସ୍ତ ହେବେ । ବନ୍ଧୁଙ୍କ ସହାୟତା ପାଇ ବିଶେଷ ଉପକୃତ ହେବେ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବିଛା-ବନ୍ଧୁମେଳରେ ସହମତି ପାଇ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ- ଆରମ୍ଭ କରିଥିବା ଯୋଜନା ଫଳବତୀ ହେବ । ପରାମର୍ଶ ନେଇ କାର୍ଯ୍ୟ କରିବେ ଓ ସହକର୍ମୀଙ୍କୁ କାର୍ଯ୍ୟ ସମ୍ପାଦନ ପାଇଁ ପରାମର୍ଶ ଦେବେ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

ମକର-ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି । ଆୟବୃଦ୍ଧି ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ପାଇ ଯେତେ ଭଲ କାମ କଲେବି ପ୍ରଶଂସା ବଦଳରେ ନିନ୍ଦା ମିଳିପାରେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

କୁମ୍ଭ- ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ସୌଭାଗ୍ୟ ଉଦୟ ହୋଇଛି । ଆର୍ଥିକ ଲାଭର ସୂଚନା ମିଳୁଛି । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମୀନ-କର୍ମକ୍ଷେତ୍ରରେ ସଫଳତା ପାଇ ଆନନ୍ଦ ଅନୁଭବ କରିବେ । ଆଳସ୍ୟ ପରାୟଣ ହୋଇପାରନ୍ତି । ବ୍ୟୟ ବୃଦ୍ଧି ଘଟିବା ସହିତ ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.