ଅପ୍ରେଲ ୨୯ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 29, 2021 IST

ମେଷ- ମନ ସ୍ଥିର କରି କାର୍ଯ୍ୟ କରିବାକୁ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ- ଶ୍ରମସାର୍ଥକ ହେବ ।

ବୃଷ-ହଜିଥିବା ଦ୍ରବ୍ୟ ଖୋଜିଲେ ମିଳିବ । ବିଭିନ୍ନ ସ୍ତରରୁ ସହଯୋଗର ହାତ ଲମ୍ବି ଆସିବ । ପାରିବାରିକ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• କର୍ମଜୀବି- କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ମିଥୁନ-ଚାକିରି କ୍ଷେତ୍ରରେ ପଦ-ମର୍ଯ୍ୟାଦା ବୃଦ୍ଧି ହୋଇପାରେ । କ୍ରୋଧ ସମ୍ବଋଣ କଲେ ବହୁ ସୁଫଳର ଅଧିକାରୀ ହେବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହା ରଉଚିତ୍‌ ।

କର୍କଟ- କାର୍ଯ୍ୟରେ ଢ଼େର ଉନ୍ନତି ଘଟିବ । ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଉପକୃତ ହେବେ । ସନ୍ତାନ ବର୍ଗଙ୍କ ପାଇଁ ଆନନ୍ଦ ଅନୁଭବ କରିବେ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ସିଂହ-ଗୃହକାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ । ସତର୍କ ରହିଲେ ଦ୍ରବ୍ୟର ସୁରକ୍ଷା ହେବ । ଅଧିକ ଦାୟିତ୍ୱବହନ କରିପାରନ୍ତି । କାର୍ଯ୍ୟ ସିଦ୍ଧି ହେବ ମାତ୍ର ବିଳମ୍ବରେ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ମଧୁର ଭାଷୀ ହେବେ ।
• କର୍ମଜୀବି- କର୍ମଚଞ୍ଚଳରହିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କନ୍ୟା-ପରୀକ୍ଷାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଧର୍ମ-କର୍ମ ସଂପାଦନ କରିବେ । ସର୍ବାଙ୍ଗୀଣ ଉନ୍ନ୍‌ତି ଆଶା କରାଯାଏ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ତୁଳା- ରାଜପୂଜିତ ହୋଇପାରନ୍ତି । ଯାନବାହନ ଯୁକ୍ତ ହେବେ । ଗ୍ରାମର ଅଧୀପତି ହୋଇପାରନ୍ତି । ପରାକ୍ରମଶାଳୀ ହେବା ଆଶା କରାଯାଏ । ସେବା ମନୋଭାବ ହୋଇପାରନ୍ତି ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ- ସଦ୍‌ ବ୍ୟବହାର କରନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା-ଦୁଇଜଣଙ୍କ ବିବାଦରୁ ତୃତୀୟ ବ୍ୟକ୍ତି ଭାବେ ଫାଇଦା ଉଠାଇ ପାରନ୍ତି । ସ୍ୱାଧୀନ ଚେତାଭାବେ କାର୍ଯ୍ୟ କରିବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ଧନୁ-କଳେବଳେ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିପାରନ୍ତି । କେହି ପଥରୋଧ କରିବାକୁ ଉଦ୍ୟମ ଚଳାଇଲେ ମଧ୍ୟ ବିଫଳ ହେବେ ।
• ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

ମକର-ଶତ୍ରୁଠାରୁ ଦୂରେଇରହିବାକୁ ପଡିବ । ମନ ପ୍ରସନ୍ନରହିବ ।ଉଚ୍ଚଆଶା ଫଳବତୀହେବ ।ବହୁ ଶୁଭଫଳ ଆଶା କରାଯାଏ । ସ୍ନେହ ଶ୍ରଦ୍ଧା ମିଳିବ ।
• ଗୃହିଣୀ-ସୁଖୀହେବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ- କର୍ମଚଞ୍ଚଳ ରହିବେ । କାର୍ଯ୍ୟ କ୍ଷେତ୍ରରେ ଢେର ଉନ୍ନତି ଘଟିବ । ସର୍ବ ସୁଖଲାଭ କରିପାରନ୍ତି ।କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଆର‌୍ୟୁର ବେଦୀ ଚିକିତ୍ସାଲାଭ ଦେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ-ଅଧିକଶ୍ରମର ବଶବର୍ତ୍ତୀ ହୋଇ ବିଶ୍ରାମ ନେବାକୁ ଇଚ୍ଛା ପ୍ରକାଶ କରିବେ । ଉନ୍ନତି ପଥରେ ଆଗକୁ ବଢିବେ । ବହୁ ଶୁଭଫଳ ପ୍ରାପ୍ତିର ସୂଚନା ମିଳୁଛି ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ମୁଣ୍ଡରେ ପଗଡିବାନ୍ଧନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.