ଅପ୍ରେଲ ୩୦ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 30, 2021 IST

ମେଷ- ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡିବ । ଈର୍ଷା ପରିତ୍ୟାଗ କଲେ କିଛିଟା ସଫଳତା ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପୂଜା ପାଠରେବ୍ୟସ୍ତରହିବେ ।

ବୃଷ-ହଜିଥିବା ଦ୍ରବ୍ୟ ଖୋଜିଲେ ପାଇ ଆନନ୍ଦ ଅନୁଭବ କରିବେ । ବନ୍ଧୁ ଗହଣରେ ହସ-ଖୁସିରେ ସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ-ପାରିବାରିକ ଜୀବନ ସୁଖ-ଶାନ୍ତିରେ ବିତିବା ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶତ୍ରୁହନ୍ତା ହେବେ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ- ଗୃହରୁ ଦୂରେଇ ରହିପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଉପକୃତ ହେବେ । ଚଞ୍ଚଳ ପ୍ରକୃତିରହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ-ଧାର୍ମିକ ହେବେ ।

ସିଂହ-ଆଜ୍ଞାକାରୀ, ଅବମାନନା କରିବାର ସୂଚନା ମିଳୁଛି । ଉଦାର ସ୍ୱଭାବର ହେବେ । ଦାନଶୀଳ ଓ ସୁଖୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା-ଅତ୍ୟଧିକ ପରିଶ୍ରମ ପଡିଲେବି,ତାରମୂଲ୍ୟମିଳିବ । ମନ ପ୍ରସନ୍ନରହିବ । ଆସ୍ତିକସ୍ୱଭାବରହୋଇପାରନ୍ତି । ମଧୁରଭାଷୀହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
• ଚାଷୀ-ଆଧୁନିକ ପଦ୍ଧତିରେଚାଷକାର୍ଯ୍ୟକରିବେ ।
• ରୋଗୀ- ୟୋଗାକରନ୍ତୁ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା- ସ୍ୱାଧୀନ ଭାବେ କିଛି କରିବା କଷ୍ଟ ସାଧ୍ୟ ହୋଇପାରେ । ତଥାପି ଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମହେବ । ମଧୁରଭାଷୀ ଓ ଉଦାର ବିଦ୍ୟା ପ୍ରେମୀ ହେବେ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା-ସତର୍କରହିଲେ ନିରାପଦ ହୋଇପାରନ୍ତି । ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଆୟଉତ୍ତମ ଧରଣର ହେବ । ମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟଲାଭ ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ-ସଂପର୍କସ୍ଥାପନ କରିଲାଭବାନ ହୋଇପାରନ୍ତି । ଥଣ୍ଡାକଫରେ ପୀଡିତହୋଇପାରନ୍ତି । କର୍ମଚଞ୍ଚଳରହିବେ । ଅଧିକବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।
• ଚାଷୀ-ଜଳସଞ୍ଚୟକରନ୍ତୁ ।
• ରୋଗୀ- ବ୍ୟାୟାମ୍‌କରିବାଉଚିତ୍‌ ।
• ଛାତ୍ରଛାତ୍ରୀ- ମନରେଗର୍ବଭାବ ଆସିବ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମକର-ଆୟ ଅଧିକତର ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପାଇପାରନ୍ତି ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କୁମ୍ଭ- ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବଂଶମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୁଖଭାରା ଦିନଟି ।

ମୀନ-ଭାଗ୍ୟଶାଳୀ ହେବେ । ଦିନଟିଭୋଗବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧି ପୂର୍ଣ୍ଣଜୀବନ-ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସ, ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.