ମେ’ ୦୧ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 01, 2021 IST

ମେଷ-ମନୋରଥ ପୂରଣହେବ । ବହୁ ବିଦ୍ୟା ପାରଙ୍ଗମ ହେବେ । ଯଶସ୍ୱୀ ହେବେ । ନିର୍ଭୟରେ କାର୍ଯ୍ୟକରି ଚାଲିବେ, ମାତ୍ର ଅଷ୍ଟମଚନ୍ଦ୍ର ହେତୁ ଉଚ୍ଚ ସ୍ଥାନରୁ ପତନ ହୋଇପାରେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଶ୍ରମସାର୍ଥକହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ- ଅର୍ଥ ପ୍ରାପ୍ତି ପାଇଁ ଅସ୍ଥିର ହୋଇପାରନ୍ତି । ପ୍ରବଳମାତ୍ରାରେ ଆଶାବାଦୀ ହେବେ । ଆକସ୍ମିକ ସମସ୍ୟା ଦେଖା ଦେଇ ପାରେ । ମାନସିକ ସ୍ତରରେ ଅଶାନ୍ତି ଉପୁଜିବା ସହ କିଞ୍ଚିତ ଧନ ପ୍ରାପ୍ତିର ସୂଚନା ମିଳୁଛି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।

ମିଥୁନ-ଶୁଭସମାଚାରମିଳିପାରେ ।କର୍ମକ୍ଷେତ୍ର ଉଜ୍ଜ୍ୱଳମୟକରିପାରନ୍ତି । ଆର୍ଥିକସ୍ଥିତିସ୍ୱଚ୍ଛଳରହିବ ।ବିବାଦୀୟଘଟଣାରେବିଜୟୀହେବେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୭ ।
• ଗୃହିଣୀ-ଘର କାମରେବ୍ୟସ୍ତରହିବେ ।
• ବ୍ୟବସାୟୀ- ଲୋକପ୍ରିୟତାମିଳିବ ।
• କର୍ମଜୀବି- ନୂଆଜବ୍‌ମିଳିବାକଷ୍ଟ ।
• ଛାତ୍ରଛାତ୍ରୀ- ମନରେଗର୍ବଭାବ ଆସିବ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଚାଷୀ- ଉତ୍ତମ ଫଳ ପାଇବେ ।

କର୍କଟ-କାର୍ଯ୍ୟତୃପ୍ତି ଦାୟକ ହେବ । କେତେକ କ୍ଷେତ୍ରରେ ଯଦିଓ ଭୁଲବୁଝାମଣା ଘଟିବ, ତଥାପି ଶ୍ରମର ମୂଲ୍ୟାଙ୍କନ ହେବ । ରାଜପୂଜିତ ଓ ପରାକ୍ରମଶାଳୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ-କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବହୁବିଧ ଧନ ସୁଖସନ୍ତୋଷ ସବୁକିଛି ମିଳିବ ।ଉତ୍ତମଗୁଣ ସମ୍ପନ୍ନ ହେବେ । ଖର୍ଚ୍ଚ ପରିମାଣବୃଦ୍ଧି ପାଇବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
• କର୍ମଜୀବି- ନୂଆଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ମିତ୍ରଙ୍କସହଯୋଗମିଳିବ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଚାଷୀ- ଶ୍ରମସାର୍ଥକହେବ ।

କନ୍ୟା-ଜଟିଳ କାର୍ଯ୍ୟକୁ ସରଳ କରିବାରେ ସକ୍ଷମ ହେବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅଛି ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ତୁଳା-ନୃତ୍ୟ-ସଙ୍ଗୀତ ପ୍ରିୟ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଧର୍ମମାର୍ଗରେ ମନୋନିବେଶ କରିବେ । ଲୋଭହୀନ ହେବେ । ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୬ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ମଧୁର ଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ବିଛା-ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀହେବେ । ଅଭାବ-ଅନଟନ ଦେଇ ଗତିକରି ପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଜଳଯାତ୍ରା, ଯାନବାହନରେ ସତର୍କ ରହିବେ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ-ମନ ପ୍ରଫୁଲ୍ଲରହିବ । କଳହ ଠାରୁ ନିଜକୁ ଦୂରେଇ ରଖିପାରନ୍ତି । ପରିଶ୍ରମର ମୂଲ୍ୟମିଳିବ ।କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୪ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବକରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମକର-ମନସ୍କାମନା ପୂରଣହେବ । ଶ୍ରମସାର୍ଥକ ହେବ । ଶୁଭଖବର ପାଇ ଉତ୍‌ଫୁଲ୍ଲିତ ହେବେ ।କର୍ମରେ ସଫଳତା ମିଳିବ । ଆର୍ଥିକସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।ଶୁଭରଙ୍ଗ ବ୍ରାଉନ୍‌ ।ଶୁଭ ଅଙ୍କ ୫ ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ – ଅପାରଗହସ୍ତରୁ କାର୍ଯ୍ୟ ଛଡାଇ ଆଣି ନିଜେ ସେହି କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ- ଅଧିକାବର୍ଷାହେତୁ , ହତାସ ହୋଇପାରନ୍ତି ।

ମୀନ-କର୍ମ କ୍ଷେତ୍ରରେ ଅଧିକ କ୍ରିୟାଶୀଳ ହୋଇପାରନ୍ତି । ଧନବାନ୍‌ ହେବେ । ଗୁଣଜ୍ଞ ହୋଇପାରନ୍ତି । ସ୍ୱ ଅର୍ଜିତ ଧନ ଭୋଗକରିବେ ।ବିତ୍ତବାନ୍‌ ହେବା ଆଶା କରାଯାଏ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.