ମେ’ ୦୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 08, 2021 IST

ମେଷ – ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ । କିନ୍ତୁ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ବୃଷ – ଶୁକ୍ର ଦ୍ୱାଦଶାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଶନିଙ୍କ ନକ୍ଷତ୍ରସ୍ଥ ବୁଧ ଯୋଗୁ ସଂକୋଚବଶତଃ ବନ୍ଧୁ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – କୌଣସି ଅତୀତ ଘଟଣା ବାରମ୍ବାର ଚିନ୍ତାକରି ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି । ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ବନ୍ଧୁଙ୍କ ସାହାର୍ଯ୍ୟରୁ ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ପରିବାରର ଆବଶ୍ୟକତା ପୂରଣ କରିବାରେ ଅସମର୍ଥତା ପ୍ରକାଶ କରି ଅଶାନ୍ତି ରହିବେ । ଗୁରୁବର୍ଗଙ୍କ ପ୍ରେରଣାରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ପାପଯୁକ୍ତ ଚତୁର୍ଥସ୍ଥାନ ଯୋଗୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ତୁଳା – ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍କ କରିବା କଷ୍ଟ ହୋଇଯିବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅର୍ଥର ଆବଶ୍ୟକତା ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ବିଛା – ରାଶ୍ୟାଧିପ ଶନିଙ୍କ ଦୃଷ୍ଟି ଥିବାରୁ ସ୍ୱାସ୍ଥ୍ୟ ବିଶେଷ ଭଲ ରହିବ ନାହିଁ । ହାତକୁ ନେଇ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ଧନୁ – ସପ୍ତମ କେନ୍ଦ୍ରରେ ବଳବାନ୍‌ ରାହୁ ଥିବାରୁ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦରେ ପଶିଲେ ଅପଦସ୍ଥ ହେବେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପରକୁ ଆପଣାର କରିବେ ।

ମକର – ମୁଖଭାବରେ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ଯୋଗୁଁ ନିଜର ଲୋକମାନଙ୍କ ତର୍କବିତର୍କ ଲାଗି ପାରେ । ଅଧସ୍ତନ କର୍ମଚାରୀମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍‌ । । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କୁମ୍ଭ – କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗହିଣୀ- ସଦିଚ୍ଛା ଭାବ ରହିବ ।

ମୀନ – ରାହୁ ଓ ଶୁକ୍ରଙ୍କ ଚତୁର୍ଥସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ରହିବ । କର୍ମକ୍ଷେତ୍ରରେ ସତର୍କତାରେ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁୃଭ ଅଙ୍କ ୯ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.