ମେ’ ୧୦ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 10, 2021 IST

ମେଷ – ଯାତ୍ରା ପଥ ବ୍ୟୟବହୁଳ ହୋଇପାରେ । ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଯୋଗା ଯୋଗରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ – ପ୍ରତ୍ୟେକ କ୍ଷେତ୍ରରେ ଆଗୁଆ ହେବେ । ଧନପ୍ରିୟ ହୋଇପାରନ୍ତି । କୁଳ ଉଜ୍ଜଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ପରିବାର ଓ ଜନସାଧାରଣଙ୍କର ଠାରୁ ସ୍ନେହ, ସହାନୁଭୂତି ମିଳିବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।
• ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ସିଂହ – ସୁଯୋଗ ପାଇ ଆଗକୁ ମାଡି ଚାଲିଲା ବେଳେ ଦୁର୍ଯୋଗର ସମ୍ମୁଖୀନ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – କାର୍ଯ୍ୟରେ ସଫଳତା ମିଳିବ । ଯାତ୍ରା ଶୁଭପ୍ରଦ ହେବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଯାହା ଇଚ୍ଛା କରୁଥିବେ, ତାହା ମିଳିପାରେ । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ଭାଇମାନଙ୍କ ଉପରେ ଶ୍ରଦ୍ଧା ଭାବ ରହିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ଚାଷୀ- ସପରିବାର ସହ ସମୟ ବିତାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ବିଛା – ଯୋଗା-ଯୋଗ ଫଳଦାୟକ ହେବ । ମନୋବଳ ଦୃଢ ରହିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜନ ସଂପର୍କ ବୃଦ୍ଧି ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଉଦାର ସ୍ୱଭାବ ସମ୍ପନ୍ନ ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ସପରିବାର ସହ ସମୟ ବିତାଇବେ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।

ମକର –ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକାଶ ଘଟିବ । ମଧୁରଭାଷୀ ହେବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – ଯାତ୍ରାପଥ କୁସୁମିତ ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.