ମେ’ ୨୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 20, 2021 IST

ମେଷ – ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ତ ପ୍ରାପ୍ତିର ସୂଚନା ମିଳୁଛି । ମନରେ ଈର୍ଷାଭାବ ଜାତ ହୋଇାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ l

-ଚାଷୀ- ଶ୍ରମ ସାର୍ଥକ ହେବ ।

-ରୋଗୀ-ଯୋଗ କରନ୍ତୁ ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

-ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

-ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ବ୍ୟବସାୟୀ ଲାଭଜନକ ହେବେ । ସେବା ମନୋଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧନବାନ୍ ହେବେ । ପତ୍ନୀ ପରାମର୍ଶ ଗ୍ରହଣଯୋଗ୍ୟ ହେବ ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

-ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

-ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

-ଛାତ୍ରଛାତ୍ରୀ- ବିଜ୍ଞ ହେବେ ।-କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।-ବ୍ୟବସାୟୀ- ଅର୍ଥ ଲାଭ ହେବ ।

-ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆମୋଦ- ପ୍ରମୋଦରେ ସମୟ ଅତିବାହିତ କରୁଥିବା ବେଳେ, ଶତ୍ରୁର ଉପସ୍ଥିତି ବିବ୍ରତ କରିପାରେ । ଶତ୍ରୁଦମନ କରି ଆଶ୍ୱସ୍ତି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

-ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

-ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

-ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।-କର୍ମଜୀବି- ଅର୍ଥ ହାନୀ ହେବ ।

-ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

-ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ସାହସିକ ଦକ୍ଷେ ନେଇ କାର୍ଯ୍ୟ କରିାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଭାବେ ଧନ ଲାବ ହୋଇାରେ । ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

-ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

-ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

-ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

-କର୍ମଜୀବି- ସହଯୋଗ ମିଳିବ ।

-ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

-ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – କାର୍ଯ୍ୟରେ ସ୍ଥିରତା ଆସିବ । ସମ୍ମାନକୁ ଜଗି ଚଳିବାକୁ ଡିବ । ଉଦାର ସ୍ୱଭାବର ଏବଂ ଦାନ-ଧର୍ମରେ ଦୀକ୍ଷିତ ହେବେ । ଭ୍ରାତାଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

-ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

-ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି -ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

-କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

-ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

-ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ । ମନପ୍ରସନ୍ନ ରହିବ । ମଧୁରଭାଷୀ ଓ ଆସ୍ତିକ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

-ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

-ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

-ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

-କର୍ମଜୀବି- ପ୍ରଶଂସିତ ହେବେ ।

-ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

-ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ନିଜର ରିଚୟ ସୃଷ୍ଟି କରିବେ । ମିଷ୍ଟଭାଷୀ ଓ ସହିଷ୍ଣୁ ହେବେ । ଶାନ୍ତ୍ରିିୟ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

-ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

-ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ବିଜୟୀ ହେବେ ।

-ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ପାରିବାରିକ ଓ ଶୁଭେଚ୍ଛୁଙ୍କ ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲଉାଭ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

-ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

-ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

-ବ୍ୟବସାୟୀ- ସଫଳତା ମିଳିବ ।

-ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – କର୍ମକ୍ଷେତ୍ରରେ ପ୍ରଧାନ୍ୟ ବିସ୍ତାର କରିପାରନ୍ତି । କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ସାମାନ୍ୟ ପୀଡା ଦେଖା ଦେଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

-ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

-ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

-ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

-କର୍ମଜୀବି- ସମ୍ମାନିତ ହେବେ ।

-ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

-ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ତରବର ହୋଇ ଆଗକୁ ବଢିବା ଅପେକ୍ଷା ଧୀରେ ସୁସ୍ଥେ ଅଗ୍ରଗାମି ହେବେ । ଆୟ ଉତ୍ତମ ଧରଣର ହେବ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

-ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

-ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

-ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ଚୌର ଭୟ ଅଛି ।

-ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ – କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ନିଜ ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

-ଚାଷୀ- ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

-ରୋଗୀ- ଚକ୍ଷୁ ପୀଡା ହେବ

।-ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

-କର୍ମଜୀବି- ସମ୍ମାନ ପାଇବେ ।

-ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

-ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – କ୍ୟାରିୟରରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ଓ ଭୋଗବିଳାସ କରିାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।-ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

-ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

-ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

-କର୍ମଜୀବି- ପ୍ରମୋସନ୍ ମିଳିବ ।

-ବ୍ୟବସାୟୀ- ବିଜୟୀ ହେବେ ।

-ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.