Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମେ’ ୨୨ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

22/05/2021 at 6:53 AM

ମେଷ – କାର୍ଯ୍ୟରେ ସ୍ୱଚ୍ଛତା ପାଇଁ ସମ୍ମାନିତ ହୋଇପାରନ୍ତି । ଧନାଗମ ହେବ । ସ୍ୱ ଅର୍ଜିତ ଧନ ଭୋଗ କରିବେ । କ୍ଷେତ୍ରପତି ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।ଚା ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ନାନା ବିଭବରେ ମଣ୍ଡିତ ହେବେ । ବିଷୟା-ବାସନା ପ୍ରତି ଅନୁରକ୍ତି ରହିବ । ଧାର୍ମିକ ପ୍ରବୃତ୍ତିର ହେବେ । ଶ୍ରେଷ୍ଠ ପଦ-ପଦବୀ ପାଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।ଚା ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।ଚା ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପରକୁ ଆପଣାର କରିବେ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ମିଥୁନ – ଇଚ୍ଛାଧୀନ କାର୍ଯ୍ୟ କରିପାରନ୍ତି । ବନ୍ଧୁମାନେ କରଛଡା ଦେଇପାରନ୍ତି । ରାଜତୁଲ୍ୟ ଜୀବନଯାପନ କରି ସନ୍ତୁଷ୍ଟ ହେବେ । ବିବାଦୀୟ ବିତର୍କରେ ଭାଗ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ପାଇବା ସହିତ ସମ୍ମାନିତ ହୋଇପାରନ୍ତି । ସତ୍ୟବାଦୀ ହେବେ । ଆପଣଙ୍କ ବକ୍ତବ୍ୟ ଜନମନରଞ୍ଜନ କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

-ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

-ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- ପ୍ରମୋସନ୍ ମିଳିବ ।

-ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

-ଗୃହିଣୀ- ଧାର୍ମିକ ହେବେ ।

ସିଂହ – ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । କୃଷି ଉପରେ ପ୍ରାଧାନ୍ୟ ଦେଇପାରନ୍ତି । ଶ୍ରେଷ୍ଠ ସୁଖର ଅଧିକାରୀ ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

-ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

-ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

-ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

-କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

– ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

-ଗହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – କର୍ମକ୍ଷେତ୍ରରେ ବାଜିମାରି ନେଇପାରନ୍ତି । ଆୟ ଆଶାନୁରୂପ ହେବ । ମହତପଣିଆ ବଜାୟ ରଖିବେ । ବନ୍ଧୁ, ସନ୍ତାନ ଓ ପ୍ରଣୟିନୀଙ୍କୁ ସନ୍ତୁଷ୍ଟ କରିବାକୁ ଉଦ୍ୟମ ଜାରି ରଖିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

-ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

-କର୍ମଜୀବି- ପ୍ରଶଂସିତ ହେବେ ।

-ବ୍ୟବସାୟୀ- ଅର୍ଥ ଲାଭ ହେବ ।

-ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

-ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

-ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ତୁଳା – ମହତ କାର୍ଯ୍ୟ କରିବା ପାଇଁ ସମୟକୁ ଅପେକ୍ଷା କରିବାକୁ ପଡିବ । ରିଷ୍ଟ ଖଣ୍ଟନ ପାଇଁ ସେବା-ପୂଜାରେ ମଗ୍ନ ହୋଇପାରନ୍ତି । ସନ୍ମାର୍ଗୀ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

-ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

-ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

-କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

-ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

-ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

-ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ବିଛା – ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ରୁଚିକର ଭୋଜନ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

-ଚାଷୀ- ଜଳ ସଞ୍ଚୟ କରନ୍ତୁ ।

-ରୋଗୀ- ସୁସ୍ଥ ଅନୁଭବ କରିବେ ।

– ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

-ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ସ୍ୱ ଜ୍ଞାନ, ଗରିମା ବଳରେ ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

-ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

-ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

– ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

-କର୍ମଜୀବି- ପ୍ରଶଂସିତ ହେବେ ।

-ବ୍ୟବସାୟୀ- ଅର୍ଥ ହାନୀ ହେବ ।

-ଗୃହିଣୀ- ସୁଖୀ ହେବେ ।

ମକର – ପଢାପଢିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖ ପ୍ରଦ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

-ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

– ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି

– ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

-କର୍ମଜୀବି- ଅର୍ଥ ମିଳିବ ।

– ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

-ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ – କାର୍ଯ୍ୟ ଧୀରେ, ସୁସ୍ଥେ ଆଗକୁ ବଢିବ । ଶ୍ରମର ମୂଲ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ବିନୀତ ସ୍ୱଭାବର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

– ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

-ଗୃହିଣୀ- ମିତ୍ର ସୁଖ ପାଇବେ ।

-କର୍ମଜୀବି- ଜଳଯାତ୍ରା ମନା ।

– ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

-ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

-ଚାଷୀ- ଶ୍ରମ ସାର୍ଥକ ହେବ ।

ମୀନ – ନିଜ ବୁଦ୍ଧି ବଳରେ ଯେଉଁ କାର୍ଯ୍ୟ କରିବେ, ସେଥିରେ ଅପୂର୍ବ ସଫଳତା ପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

-ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

-ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ଅର୍ଥ ଲାଭ ହେବ ।

-ଗୃହିଣୀ- ମିତ୍ର ସୁଖ ପାଇବେ ।

   Related Posts